Matthew 8:1 — Compare Translations

7 translations compared side by side

Odia - 1840
"ଯୀଶୁ ପାହାଡ ଉପରୁ ଓହ୍ଲଇେ ତଳକୁ ଆସିଲେ। ଏକ ବିରାଟ ଜନ ସମୂହ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ପର୍ବତରୁ ଓହ୍ଲାଇ ଆସନ୍ତେ, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପାହାଡ଼ ଉପରୁ ଓହ୍ଲାଇ ଆସିବା ପରେ ଅନେକ ଲୋକ ତାଙ୍କୁ ଅନୁସରଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଗୋଟିଏ କୁଷ୍ଠରୋଗୀକୁ ସୁସ୍ଥ କରିଲେ ଯୀଶୁ ପାହାଡ଼ ଉପରୁ ଓହ୍ଲେଇ ତଳକୁ ଆସିଲେ, ଏକ ବିରାଟ ଜନ ସମୂହ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ପାହାଡ ଉପରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ପର୍ବତରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಮಡ್ಡಿ ವೈನಾ ಉತ್ರುನ್ ಯೆಲ್ಲ್ಯಾ ತನ್ನಾ, ಲೊಕಾಂಚೆ ಮೊಟೆ-ಮೊಟೆ ತಾಂಡೆ ತೆಚ್ಯಾ ಫಾಟ್ನಾ ಹೊತ್ತೆ.