Matthew 8:10 — Compare Translations
7 translations compared side by side
Odia - 1840
"ଯୀଶୁ ଏହା ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ମୁଁ ଏଭଳି ଗଭୀର ବିଶ୍ବାସ ଇଶ୍ରାୟେଲ ରେ କାହାରି ପାଖ ରେ ପାଇନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ଵାସ ପାଇ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏହା ଶୁଣି ଆଶ୍ଚଯ୍ୟ ହେଲେ ଓ ତାଙ୍କ ଅନୁସରଣକାରୀମାନଙ୍କୁ କହିଲେ, “ମୁଁ ସତ କହୁଛି, ଇଶ୍ରାୟେଲର କୌଣସି ଲୋକଠାରେ ଏ ଲୋକ ପରି ବିଶ୍ୱାସ ମୁଁ ଦେଖି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏହା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ, ମୁଁ ଏଭଳି ଗଭୀର ବିଶ୍ୱାସ ଇସ୍ରାଏଲରେ କାହାରି ପାଖରେ ପାଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಆಯ್ಕುನ್ ಜೆಜುಕ್ ಅಜಿಪ್ ದಿಸ್ಲೆ, ಅನಿ ಅಪ್ನಾಚ್ಯಾ ಫಾಟ್ನಾ ಹೊತ್ತ್ಯಾ ಲೊಕಾಕ್ನಿ ಜೆಜುನ್ “ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ, ಇಸ್ರಾಯೆಲಾತ್ ಎವ್ಡೊ ಮೊಟೊ ವಿಶ್ವಾಸ್ ಹೊತ್ತೊ ಮಾನುಸ್ ಮಾಕಾ ಖೈಬಿ ಗಾವುಕ್ ನಾ”.