Matthew 8:11 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ପୁଣି କହି ରଖୁଛି ଯେ, ପୂର୍ବ ଓ ପଶ୍ଚିମରୁ ବହୁତ ଲୋକ ଆସିବେ ଏବଂ ସମାନେେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ବର୍ଗରାଜ୍ଯ ରେ ଭୋଜି ରେ ନିଜ ନିଜ ଆସନ ଗ୍ରହଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ସହିତ ସ୍ଵର୍ଗରାଜ୍ୟରେ ଭୋଜନରେ ବସିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ମନେରଖ, ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଅନେକେ ଆସି ସ୍ୱର୍ଗରାଜ୍ୟରେ ଅବ୍ରାହାମ, ଇସ୍ହାମ ଓ ଯାକୁବଙ୍କ ସଙ୍ଗରେ ଏକାଠି ଭୋଜନ କରିବାକୁ ବସିବେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ପୁଣି କହି ରଖୁଛି ଯେ, ପୂର୍ବ ଓ ପଶ୍ଚିମରୁ ବହୁତ ଲୋକ ଆସିବେ ଏବଂ ସେମାନେ ଅବ୍ରହାମ, ଇ‌‌ସ୍‌‌ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜିରେ ନିଜ ନିଜ ଆସନ ଗ୍ରହଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରାହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಖರೆಚ್ ಸಾಂಗ್ತಾ, ದಿಸ್ ಉಗಾವ್ತಲ್ಯಾ ದಿಕ್ಕಾಕ್ನಾ ಅನಿ ದಿಸ್ ಬುಡ್ತಲ್ಯಾ ದಿಕ್ಕಾಕ್ನಾ ಲೈ ಲೊಕಾ ಯೆತ್ಯಾತ್ ಅನಿ ಸರ್‍ಗಾಚ್ಯಾ ರಾಜಾತ್ ಅಬ್ರಾಹಾಮಾಚ್ಯಾ, ಇಸಾಕಾಚ್ಯಾ ಅನಿ ಜಾಕೊಬಾಚ್ಯಾ ವಾಂಗ್ಡಾ ಸನಾಚ್ಯಾ ಜೆವ್ನಾಕ್ ಬಸ್ತ್ಯಾತ್.