Matthew 8:12 — Compare Translations
7 translations compared side by side
Odia - 1840
"କିନ୍ତୁ ରାଜ୍ଯର ମୂଳ ପ୍ରଜାମାନଙ୍କୁ ଅନ୍ଧାର ଭିତରକୁ ଫିଙ୍ଗି ଦିଆୟିବ। ସଠାେରେ କାନ୍ଦି କାନ୍ଦି ଓ କଷ୍ଟ ହତେୁ ଦାନ୍ତ କଡମଡ କରି ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତିୁ ଯେଉଁମାନେ ଏହି ରାଜ୍ୟରେ ରହିବା କଥା,;ସମାନଙ୍କୁ ବାହାର ଅନ୍ଧକାରରେ ନିକ୍ଷେପ କରାଯିବ।ସେଠାରେ ସେମାନେ କ୍ରନ୍ଦନ କରି ଦାନ୍ତ ରଗଡ଼ିବେ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ରାଜ୍ୟର ମୂଳ ପ୍ରଜାମାନଙ୍କୁ ଅନ୍ଧାର ଭିତରକୁ ଫିଙ୍ଗି ଦିଆଯିବ। ସେଠାରେ ସେମାନେ କାନ୍ଦି କାନ୍ଦି ଓ କଷ୍ଟ ହେତୁ ଦାନ୍ତ କଡ଼ମଡ଼ କରି ରହିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದೆವಾಚ್ಯಾ ರಾಜಾತ್ ರ್ಹಾವ್ಕ್ ಮನುನ್ ಹೊತ್ತ್ಯಾಕ್ನಿ ಭಾಯ್ರ್ ಘಾಲುನ್ ಕಾಳ್ಕಾತ್ ಟಾಕುನ್ ಹೊತಾ, ಥೈ ತೆನಿ ಬೊಬ್ ಮಾರ್ತ್ಯಾತ್ ಅನಿ ಕಟ್ಕಟ್ ದಾತಾ ಚಾವ್ತ್ಯಾತ್ ಮಟ್ಲ್ಯಾನ್.