Matthew 8:13 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ସନୋପତିଙ୍କୁ କହିଲେ, ତୁମ୍ଭର ବିଶ୍ବାସ ଲାଗି, ତୁମ୍ଭ ପାଇଁ ତାହା ଘଟୁ। ଠିକ୍ ସହେି ସମୟରେ ତାହାଙ୍କର ଦାସ ସୁସ୍ଥ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯୀଶୁ ଶତସେନାପତିଙ୍କି କହିଲେ, ଯାଅ, ତୁମ୍ଭେ ଯେପରି ବିଶ୍ଵାସ କରିଅଛ, ତୁମ୍ଭ ପ୍ରତି ସେହିପରି ଘଟୁ । ସେହି ଦଣ୍ତରେ ଦାସଟି ସୁସ୍ଥ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେନାପତିଙ୍କୁ କହିଲେ, “ଘରକୁ ଯାଅ। ତୁମେ ଯାହା ବିଶ୍ୱାସ କରୁଛ, ତାହାହିଁ ଘଟିବ।” ଠିକ୍ ସେହି ସମୟରେ ସେନାପତିଙଙ୍କର କର୍ମଚାରୀଟି ସୁସ୍ଥ ହେଇଗଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ସେନାପତିଙ୍କୁ କହିଲେ, “ତୁମ୍ଭର ବିଶ୍ୱାସ ଲାଗି, ତୁମ୍ଭ ପାଇଁ ତାହା ଘଟୁ।” ଠିକ୍ ସେହି ସମୟରେ ତାହାଙ୍କର ଦାସ ସୁସ୍ଥ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୀଶୁ ଶତ-ସେନାପତିଙ୍କୁ କହିଲେ, “ଯାଅ, ତୁମ୍ଭେ ଯେପରି ବିଶ୍ୱାସ କରୁଅଛ, ତୁମ୍ଭ ପ୍ରତି ସେହିପରି ହେଉ।” ସେହିକ୍ଷଣି ଦାସଟି ସୁସ୍ଥ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଯୀଶୁ ଶତସେନାପତିଙ୍କୁ କହିଲେ, ଯାଅ, ତୁମ୍ଭେ ଯେପରି ବିଶ୍ୱାସ କରୁଅଛ, ତୁମ୍ଭ ପ୍ରତି ସେହିପରି ହେଉ । ସେହିକ୍ଷଣି ଦାସଟି ସୁସ୍ଥ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜುನ್ ತ್ಯಾ ಅದಿಕಾರ್‍ಯಾಕ್, “ತಿಯಾ ತುಜ್ಯಾ ಘರಾಕ್ ಜಾ, ಅನಿ ತಿಯಾ ವಿಶ್ವಾಸ್ ಕರಲ್ಲ್ಯಾ ಸರ್ಕೆ ಹೊಲ್ಲೆ ರ್‍ಹಾತಾ”. ಮಟ್ಲ್ಯಾನ್. ಅನಿ ತನ್ನಾಚ್ ತ್ಯಾ ಅದಿಕಾರ್‍ಯಾಚೊ ಆಳ್ ಗುನ್ ಹೊಲ್ಲೊ.