Matthew 8:16 — Compare Translations

7 translations compared side by side

Odia - 1840
"ସହେିଦିନ ସନ୍ଧ୍ଯା ରେ ଲୋକେ ତାହାଙ୍କ ପାଖକୁ ଭୂତ ଗ୍ରସ୍ତ ଅନକେ ଲୋକଙ୍କୁ ଆଣିଲେ। ଯୀଶୁ ଗୋଟିଏ ଆଜ୍ଞା ରେ ସହେି ଭୂତମାନଙ୍କୁ ବାହାର କରି ଦେଲେ। ଏହିଭଳି ଯୀଶୁ ସମସ୍ତ ରୋଗୀଙ୍କୁ ଭଲ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସନ୍ଧ୍ୟା ହୁଅନ୍ତେ, ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକୁ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସନ୍ଧ୍ୟା ହେବାରୁ ଲୋକେ ଅନେକ ଭୂତଗ୍ରମ୍ତ ଲୋକଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ପଦେ ମାତ୍ର କଥରେ ସେ ପ୍ରେତାମ୍ରାଗୁଡ଼ିକୁ ତଡ଼ି ଦେଲେ ଓ ପୀଡ଼ିତ ଲୋକଙ୍କୁ ସୁସ୍ଥକଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ସନ୍ଦ୍ୟାରେ ଲୋକେ ତାହାଙ୍କ ପାଖକୁ ଭୂତଗ୍ରସ୍ତ ଅନେକ ଲୋକଙ୍କୁ ଆଣିଲେ। ଯୀଶୁ ଗୋଟିଏ ଆଜ୍ଞାରେ ସେହି ଭୂତମାନଙ୍କୁ ବାହାର କରିଦେଲେ। ଏହିଭଳି ଯୀଶୁ ସମସ୍ତ ରୋଗୀଙ୍କୁ ଭଲ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,
Odia IRV 2017 (ଓଡିଆ ବାଇବେଲ)
ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକୁ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾಂಜ್ ಹೊಲ್ಲ್ಯಾ ತನ್ನಾ ಲೊಕಾನಿ ಗಿರೆಲಾಗಲ್ಲ್ಯಾಕ್ನಿ ಜೆಜುಕ್ಡೆ ಘೆವ್ನ್ ಯೆಲ್ಯಾನಿ. ಜೆಜುನ್ ಅಪ್ನಾಚ್ಯಾ ಗೊಸ್ಟಿಯಾನಿ ತೆಂಚೆ ಸಗ್ಳ್ಯಾಂಚೆ ಗಿರೆ ಭಾಯ್ರ್ ಕಾಡ್ಲ್ಯಾನ್, ಅನಿ ಸಿಕ್ ಹೊತ್ತ್ಯಾಕ್ನಿ ಆರಾಮ್ ಕರ್‍ಲ್ಯಾನ್.