Matthew 8:17 — Compare Translations

7 translations compared side by side

Odia - 1840
"ଭବିଷ୍ଯଦ୍ବକ୍ତା ୟିଶାଇୟଙ୍କ ମାଧ୍ଯମ ରେ ପରମେଶ୍ବର ଯାହା କହିଥିଲେ ତାହା ସଫଳ ହବୋ ପାଇଁ ଯୀଶୁ ଏହି କାମଗୁଡିକ କଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ସେ ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାଦ୍ୱାରା ସେ ଭାବବାଦୀ ଯିଶାଇୟଙ୍କ ଭବିଷ୍ୟବାଣୀକୁ ସଫଳ କଲ। ଯୀଶାଇୟ କହିଲେ, “ସେ ଆମାର ବ୍ୟାଧ୍ସବୁ ହରଣ କଲେ ଓ ଆମାକୁ ରୋଗ ମୁକ୍ତ କଲେ।”
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିଶାଇୟଙ୍କ ମାଧ୍ୟମରେ ପରମେଶ୍ୱର ଯାହା କହିଥିଲେ ତାହା ସଫଳ ହେବା ପାଇଁ ଯୀଶୁ ଏହି କାମଗୁଡ଼ିକ କଲେ: “ସେ ଆମ୍ଭର ରୋଗ ସବୁ ନେଇଗଲେ ଏବଂ ଆମ୍ଭର ଅସୁସ୍ଥତା ବହିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “‘ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ।’”
Odia IRV 2017 (ଓଡିଆ ବାଇବେଲ)
ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ସେ ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಇಸಾಯಿಯಾ ಪ್ರವಾದ್ಯಾನ್, “ತೆನಿ ಅಮ್ಚಿ ದುಕ್ನಿ ಅಪ್ನಾಚ್ಯಾ ವರ್‍ತಿ ಘೆಟ್ಲ್ಯಾನ್ ಅನಿ ಅಮ್ಚಿ ರೊಗಾ ಅಪ್ನಾ ವರ್‍ತಿ ವಾವುನ್ ಘೆವ್ನ್ ಗೆಲ್ಯಾನ್. ” ಮನುನ್ ಸಾಂಗಟಲ್ಲೆ ಪುರಾ ಹೊವ್‍ಸಾಟ್ನಿ ತೆನಿ ಅಶೆ ಕರ್‍ಲ್ಯಾನ್.