Matthew 8:18 — Compare Translations
7 translations compared side by side
Odia - 1840
"ଯୀଶୁ ତାହାଙ୍କ ଚାରିପଟେ ଲୋକଙ୍କ ଭିଡ ଦେଖିଲେ। ଶିଷ୍ଯମାନଙ୍କୁ ହ୍ରଦର ଆର ପଟକୁ ୟିବାକୁ ଆଦେଶ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକି ଯିବା ପାଇଁ ଆଜ୍ଞା ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କୁ ଚାରିଆଡ଼େ ଲୋକ ଭିଡ଼ ହେବାର ଦେଖି, ଯୀଶୁ ଶିଷ୍ୟମାନଙ୍କୁ ହ୍ରଦର ଆର ପାରିକୁ ଯବାକୁ କହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ଅନୁସରଣ କରିବା ଯୀଶୁ ତାହାଙ୍କ ଗ୍ଭରିପଟେ ଲୋକଙ୍କ ଭିଡ଼ ଦେଖିଲେ, ଶିଷ୍ୟମାନଙ୍କୁ ହ୍ରଦର ଆର ପଟକୁ ଯିବାକୁ ଆଦେଶ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಚ್ಯಾ ಭೊತ್ಯಾನಿ ಗೊಳಾ ಹೊಲ್ಲ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ ಬಗುನ್, ಜೆಜುನ್ ಅಪ್ನಾಚ್ಯಾ ಶಿಸಾಕ್ನಿ ಸಮುಂದರಾಚ್ಯಾ ತಿಕುಲ್ಯಾ ದಂಡೆಕ್ ಜಾವಾ ಮನುನ್ ಸಾಂಗ್ಲ್ಯಾನ್.