Matthew 8:19 — Compare Translations
7 translations compared side by side
Odia - 1840
"ତା'ପରେ ଜଣେ ଧର୍ମଶାସ୍ତ୍ରୀ ତାହାଙ୍କ ପାଖକୁ ଆସି କହିଲେ, ଗୁରୁ, ଆପଣ ଯେଉଁଆଡେ ଯିବେ, ମୁଁ ଆପଣଙ୍କ ଅନୁସରଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣେ ଧର୍ମଗୁରୁ ଆସି ଯୀଶୁଙ୍କୁ କହିଲେ, “ଗୁରୁ, ଆପଣ ଯେଉଁଆଡ଼େ ଯିବେ, ସେଠାକୁ ଯିବା ପାଇଁ ମୁଁ ପ୍ରସ୍ଥୁତ ଅଛି।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଜଣେ ଧର୍ମଶାସ୍ତ୍ରୀ ତାହାଙ୍କ ପାଖକୁ ଆସି କହିଲେ, “ଗୁରୁ, ଆପଣ ଯେଉଁଆଡ଼େ ଯିବେ, ମୁଁ ଆପଣଙ୍କ ଅନୁସରଣ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಎಕ್ಲೊ ಮೊಯ್ಜೆಚಿ ಶಾಸ್ತರಾ ಶಿಕ್ವುತಲೊ ತೆಚ್ಯೆಕ್ಡೆ ಯೆಲೊ, ಅನಿ, “ಗುರುಜಿ. ತಿಯಾ ಖೈ-ಖೈ ಜಾತೆ ಥೈ ಥೈ ಮಿಯಾ ತುಜ್ಯಾ ಫಾಟ್ನಾ ಯೆವ್ಕ್ ತಯಾರ್” ಮಟ್ಲ್ಯಾನ್.