Matthew 8:2 — Compare Translations

7 translations compared side by side

Odia - 1840
"ସମାନଙ୍କେ ଭିତରୁ ଜଣେ କୁଷ୍ଠ ରୋଗୀ ଆସି ଯୀଶୁଙ୍କ ଆଗ ରେ ଆଣ୍ଠୁ ମାଡି ବସି ପଡି କହିଲା, ପ୍ରଭୁ, ଆପଣ ଚାହିଁଲେ ମାେତେ ଭଲ କରିଦଇେ ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଜଣେ କୁଷ୍ଠୀ ତାହାଙ୍କ ନିକଟକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଜଣେ କୁଷ୍ଠରୋଗୀ ତାଙ୍କ ନିକଟକୁ ଆସି କହିଲା, “ପ୍ରଭୁ, ଆପଣ ଚାହିଁଲେ ମୋତେ ପରିଷ୍କାର କରି ପାରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ଭିତରୁ ଜଣେ କୁଷ୍ଠରୋଗୀ ଆସି ଯୀଶୁଙ୍କ ଆଗରେ ଆଣ୍ଠୁ ମାଡ଼ି ବସିପଡ଼ି କହିଲା, “ପ୍ରଭୁ, ଆପଣ ଗ୍ଭହିଁଲେ ମୋତେ ଭଲ କରିଦେଇ ପାରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ଜଣେ କୁଷ୍ଠରୋଗୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ଜଣେ କୁଷ୍ଠୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಕುಸ್ಟ್‌ ರೊಗ್‍ ಲಾಗಲ್ಲೊ ಎಕ್ ಮಾನುಸ್ ತೆಚೆಕ್ಡೆ ಯೆಲೊ ಅನಿ ಡೊಗ್ಲಾ ಟೆಕುನ್ “ಧನಿಯಾ, ತಿಯಾ ಮನ್ ಕರ್ಲ್ಯಾರ್, ಮಾಕಾ ಗುನ್ ಕರುಕ್ ಹೊತಾ”. ಮಟ್ಲ್ಯಾನ್.