Matthew 8:21 — Compare Translations
7 translations compared side by side
Odia - 1840
"ଆଉ ଜଣେ ଅନୁଗାମୀ ଯୀଶୁଙ୍କୁ କହିଲା, ପ୍ରଭୁ ମାେତେ ଆଗ ଯାଇ ମାରେ ବାପାଙ୍କୁ କବର ଦଇେଆସିବାକୁ ଅନୁମତି ଦିଅନ୍ତୁ। ତା'ପରେ ମୁଁ ଆପଣଙ୍କର ଅନୁସରଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ ଆଉ ଜଣେ ଶିଷ୍ୟ କହିଲା, “ପ୍ରଭୁ, ଆଗେ ଫେରିଯାଇ ମୋ’ ବାପାଙ୍କୁ କବର ଦେବା ପାଇଁ ମୋତେ ଅନୁମତି ଦିଅନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଜଣେ ଅନୁଗାମୀ ଯୀଶୁଙ୍କୁ କହିଲା, “ପ୍ରଭୁ ମୋତେ ଆଗ ଯାଇ ମୋର ବାପାଙ୍କୁ କବର ଦେଇ ଆସିବାକୁ ଅନୁମତି ଦିଅନ୍ତୁ। ତା’ପରେ ମୁଁ ଆପଣଙ୍କର ଅନୁସରଣ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಎಕ್ಲೊ ತೆಚ್ಯಾ ವಾಂಗ್ಡಾ ಹೊತ್ತೊ ಮಾನುಸ್, “ಧನಿಯಾ, ಘರಾಕ್ ಜಾವ್ನ್ ಮಾಜ್ಯಾ ಬಾಬಾಕ್ ಮಾಟಿ ದಿವ್ನ್ ಯೆವ್ಕ್ ಮಾಕಾ ಪುರ್ಸತ್ ದಿ”. ಮನುಲಾಲೊ.