Matthew 8:22 — Compare Translations

7 translations compared side by side

Odia - 1840
"କିନ୍ତୁ ଯୀଶୁ ତାହାକୁ କହିଲେ, ମାରେ ଅନୁସରଣ କର। ମରିଯାଇଥିବା ଲୋକମାନେ ଏହି ମୃତ ଲୋକଙ୍କୁ କବର ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାକୁ କହିଲେ, “ମୋ ପଛେ ପଛେ ଆଦ, ମତୃ ଲୋକେ ମୃତମାନଙ୍କୁ କବର ଦିଅନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ତାହାକୁ କହିଲେ, “ମୋର ଅନୁସରଣ କର, ମରିଯାଇଥିବା ଲୋକମାନେ ଏହି ମୃତ ଲୋକଙ୍କୁ କବର ଦିଅନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಕಾ ಜೆಜುನ್, “ಮರಲ್ಲೆಚ್ ಮರಲ್ಲ್ಯಾಕ್ನಿ ಮಾಟಿ ದಿಂವ್ದಿತ್, ತಿಯಾ ಮಾಜ್ಯಾ ವಾಂಗ್ಡಾ ಯೆ”. ಮಟ್ಲ್ಯಾನ್.