Matthew 8:24 — Compare Translations

7 translations compared side by side

Odia - 1840
"ସହେି ସମୟରେ ହ୍ରଦ ରେ ଭୟଙ୍କର ଝଡ ହେଲା। ଲହଡି ରେ ଡଙ୍ଗା ଓଲଟ ପାଲଟ ହାଇେ ପଡୁଥିଲା। କିନ୍ତୁ ଯୀଶୁ ଶାଇେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ଯୀଶୁ ଶୟନ କରିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହଠାତ୍ ହ୍ରଦରେ ଗୋଟିଏ ପ୍ରବଳ ଝଡ଼ ଉଠିଲା ଏବଂ ଡଙ୍ଗାଟି ପାଣିରେ ପୁଡ଼ି ଯିବାର ଆଶଙ୍କା ହେଲା। କିନ୍ତୁ ସେତେବେଳେ ଯୀଶୁ ଶୋଇ ପଡ଼ିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ହ୍ରଦରେ ଭୟଙ୍କର ଝଡ଼ ହେଲା। ଲହଡ଼ିରେ ଡଙ୍ଗା ଓଲଟ ପାଲଟ ହୋଇ ପଡ଼ୁଥିଲା। କିନ୍ତୁ ଯୀଶୁ ଶୋଇ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಎಗ್ದಮ್ ಸಮುಂದಾರಾತ್ ಮೊಟೊ ವಾರೊ ಪವ್ಸ್ ಉಟ್ಲೊ. ಢೊನ್ ಹಾಲುನ್- ಹಾಲುನ್ ಬುಡುಕ್ ಯೆಲ್ಲಿ. ಖರೆ ಜೆಜು ನಿಜಲ್ಲೊ.