Matthew 8:25 — Compare Translations

7 translations compared side by side

Odia - 1840
"ଶିଷ୍ଯମାନେ ଯୀଶୁଙ୍କ ପାଖ ରେ ଥିଲେ। ସମାନେେ ଯୀଶୁଙ୍କୁ ଉଠାଇଲେ। ସମାନେେ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର। ଆମ୍ଭେ ବର୍ତ୍ତମାନ ବୁଡି ମରିୟିବା ଉପରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ତାଙ୍କୁ ଉଠାଇ କହିଲେ, “ପ୍ରଭୁ, ଆମକୁ ରକ୍ଷା କରନ୍ତୁ। ନ ହେଲେ ଆମେ ବୁଡ଼ି ମରିଯିବୁ।”
Odia Bible ERV 2004 (ପବିତ୍ର ବାଇବଲ)
ଶିଷ୍ୟମାନେ ଯୀଶୁଙ୍କ ପାଖରେ ଥିଲେ। ସେମାନେ ଯୀଶୁଙ୍କୁ ଉଠାଇଲେ। ସେମାନେ କହିଲେ, “ପ୍ରଭୁ, ଆମ୍ଭମାନଙ୍କୁ ରକ୍ଷା କର। ଆମ୍ଭେ ବର୍ତ୍ତମାନ ବୁଡ଼ି ମରିଯିବା ଉପରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಿಸಾ ಜೆಜುಕ್ಡೆ ಗೆಲಿ, ಅನಿ ತೆಕಾ ಉಟ್ವುನ್, “ಧನಿಯಾ, ಅಮ್ಕಾ ಹುರ್‍ವುನ್ ಘೆ! ಅಮಿ ಬುಡುನ್ ಮರ್‍ತಾವ್!” ಮನುನ್ ಸಾಂಗುಕ್‍ಲಾಲಿ.