Matthew 8:27 — Compare Translations
7 translations compared side by side
Odia - 1840
"ଲୋକମାନେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କହିଲେ, ଏ କି ପ୍ରକାର ବ୍ଯକ୍ତି? ଏପରିକି ପବନ ଓ ହ୍ରଦ ମଧ୍ଯ ତାହାଙ୍କ କଥା ମାନୁଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିରେ ସମସ୍ତେ ବିସ୍ମିତ ହେଲେ। ସେମାନେ ପରସ୍ପର କଥାବାର୍ତ୍ତା ହେଲେ “ଏ କିପରି ଲୋକ? ପବନ ଓ ଲହରୀ ମଧ୍ୟ ତାଙ୍କ ଆଦେଶ ମାନୁଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଏ କି ପ୍ରକାର ବ୍ୟକ୍ତି? ଏପରିକି ପବନ ଓ ହ୍ରଦ ମଧ୍ୟ ତାହାଙ୍କ କଥା ମାନୁଛନ୍ତି!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಗ್ಳೆ ಜಾನಾ ಅಜಾಪ್ ಹೊಲೆ, ಅನಿ, “ಹ್ಯೊ ಕಸ್ಲೊ ಮಾನುಸ್ ಅಸಿಲ್? ವಾರೊ ಅನಿ ಲ್ಹಾಟಾ ಸೈತ್ ಹೆಚ್ಯಾ ಗೊಸ್ಟಿಯಾ ಆಯಿಕ್ತ್ಯಾತ್!” ಮನುನ್ ಮಟ್ಲ್ಯಾನಿ.