Matthew 8:28 — Compare Translations
7 translations compared side by side
Odia - 1840
"ଯୀଶୁ ହ୍ରଦର ଆରପଟ ରେ ଥିବା ଗାଦରୀୟ ଲୋକଙ୍କ ରାଜ୍ଯ ରେ ପହନ୍ଚିଲେ। ଭୁତ ଗ୍ରସ୍ତ ଦୁଇଜଣ ଲୋକ କବର ସ୍ଥନରୁ ବାହାରି ତାହାଙ୍କୁ ଭଟେିଲେ। ସମାନେେ ବହୁତ ଭୟଙ୍କର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ, ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ । ସେମାନେ ଏପରି ଦୁର୍ଦ୍ଦା; ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରି ପାରୁ ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ହ୍ରଦର ଅପର ପାଶ୍ୱର୍ସ୍ଥ ଗଦରୀୟ ଅଞ୍ଚଳିୟ ପ୍ରବେଶ କରିବା ମାତ୍ରେ ଦୁଇଜଣ ଲୋକଙ୍କୁ ଭେଟିଲେ। ସେମାନେ ସେଠାରେ ଥିବା ସମାଯଧ୍ ଗମ୍ଫାରେ ରହୁଥିଲେ। ସେମାନେ ଭୂତଗ୍ରସ୍ତ ଏବଂ ଏଡ଼ ଭୟଙ୍କର ଯେ ସେହି ଗସ୍ତାଦେଇ ଯିବା ଆସିବବା କରିବାକୁ କେହି ସାହସ କରୁ ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଭୂତ କବଳରୁ ଦୁଇଜଣଙ୍କୁ ମୁକ୍ତି ଯୀଶୁ ହ୍ରଦର ଆରପଟରେ ଥିବା ଗାଦରୀୟ ଲୋକଙ୍କ ରାଜ୍ୟରେ ପହଞ୍ଚିଲେ। ଭୂତଗ୍ରସ୍ତ ଦୁଇଜଣ ଲୋକ କବର ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ବହୁତ ଭୟଙ୍କର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରିପାରୁ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରି ପାରୁ ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಸಮುಂದರಾಚ್ಯಾ ತಿಕುಲ್ಯಾ ಬಾಜುನ್ ಗೆದರಾ ಮನ್ತಲ್ಯಾ ಜಾಗ್ಯಾಕ್ ಯವ್ನ್ ಪಾವಲ್ಲ್ಯಾ ತನ್ನಾ ಲೊಕಾಕ್ನಿ ಮಾಟಿ ದಿತಲ್ಯಾ ಸಮಾದ್ಯಾನಿತ್ನಾ ದೊಗೆ ಜಾನಾ ಗಿರೆಲಾಗಲ್ಲಿ ಮಾನ್ಸಾ ಭಾಯ್ರ್ ಯೆವ್ನ್ ತೆಕಾ ಭೆಟ್ಲಿ. ತೆನಿ ಲೈ ಭಯನಾಕ್ ಹೊತ್ತ್ಯಾನಿ, ತಸೆಮನುನ್ ಕೊನ್ಬಿ ತ್ಯಾ ವಾಟೆನ್ ಫಿರುನ್ ಖೆಳಿನಸಿತ್.