Matthew 8:31 — Compare Translations

7 translations compared side by side

Odia - 1840
"ଭୂତମାନେ ତାହାଙ୍କୁ ବିନୀତ ଅନୁରୋଧ କଲେ, ତୁମ୍ଭେ ଯଦି ଆମ୍ଭକୁ ଏ ମଣିଷଙ୍କ ଦହରେୁ ତଡି ଦବୋକୁ ଚାହୁଁଛ, ତବେେ ଆମ୍ଭକୁ ଘୁଷୁରୀ ପଲ ରେ ଛାଡିଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରି ପଲ ଭିତରକୁ ପଠାଇ ଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଲୋକମାନଙ୍କ ଭିତରେ ଥିବା ଭୂତମାନେ ଯୀଶୁଙ୍କୁ ଅନୁରୋଧ କରି କହିଲେ, “ଆମକୁ ଯଦି ତଡ଼ି ଦେବାକୁ ଚାହୁଁଛ, ସେହି ଘୁଷୁରି ପଲ ଭିତରକୁ ଆମକୁ ଭିତରକୁ ଆମକୁ ପଠାଇଦିଅ।”
Odia Bible ERV 2004 (ପବିତ୍ର ବାଇବଲ)
ଭୂତମାନେ ତାହାଙ୍କୁ ବିନୀତ ଅନୁରୋଧ କଲେ, “ତୁମ୍ଭେ ଯଦି ଆମ୍ଭକୁ ଏ ମଣିଷଙ୍କ ଦେହରୁ ତଡ଼ିଦେବାକୁ ଗ୍ଭହୁଁଛ, ତେବେ ଆମ୍ଭକୁ ଏ ଘୁଷୁରି ପଲରେ ଛାଡ଼ିଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରିପଲ ଭିତରକୁ ପଠାଇଦିଅ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରିପଲ ଭିତରକୁ ପଠାଇଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಗಿರ್‍ಯಾನಿ ಜೆಜುಕ್, “ತಿಯಾ ಅಮ್ಕಾ ಭಾಯ್ರ್ ಕಾಡುಕ್ ಯೆಲೆ ಜಾಲ್ಯಾರ್, ತ್ಯಾ ಡುಕ್ರಾತ್ನಿ ಅಮ್ಕಾ ಧಾಡುನ್ ದಿ.” ಮನುನ್ ಮಾಗ್ಲ್ಯಾನಿ.