Matthew 8:32 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ କହିଲେ, ଯାଅ! ତେଣୁ ଭୂତମାନେ ମଣିଷଙ୍କ ଦହରେୁ ବାହାରି ଘୁଷୁରିମାନଙ୍କ ଦହକେୁ ଚାଲିଗଲେ। ତାପରେ ସହେି ଘୁଷୁରିପଲ ତୀଖ ପାହାଡରୁ ତଳକୁ ଗଡିଯାଇ ଶଷେ ରେ ହ୍ରଦ ରେ ବୁଡିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ କହିଲେ, ଯାଅ । ସେଥିରେ ସେମାନେ ବାହାରି ଘୁଷୁରିଗୁଡ଼ାକ ଭିତରେ ପଶିଲେ; ଆଉ ଦେଖ, ପଲଯାକ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନ ଦେଇ ସମୁଦ୍ରରେ ପଡ଼ି ବୁଡ଼ି ମଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, ‘ଯାଅ’। ଭୂତମାନେ ସଙ୍ଗେ ଦଙ୍ଗେ ମଣିଶକୁ ଛାଡ଼ିଦେଇ ଘୁଷୁରି ପଲ ଭିତରେ ପଶିଲେ। ଘୁଷୁରି ପଲ ଦୌଡ଼ି ପଳାଇଲେ ଏବଂ ପାହାଡ଼ ଧାରରୁ ତଳକୁ ଖସି ଯାଇ ହ୍ରଦରେ ପଡ଼ି ମଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ଯାଅ!” ତେଣୁ ଭୂତମାନେ ମଣିଷଙ୍କ ଦେହରୁ ବାହାରି ଘୁଷୁରିମାନଙ୍କ ଦେହକୁ ଗ୍ଭଲିଗଲେ। ତା’ପରେ ସେହି ଘୁଷୁରିପଲ ତୀଖ ପାହାଡ଼ରୁ ତଳକୁ ଗଡ଼ିଯାଇ ଶେଷରେ ହ୍ରଦରେ ବୁଡ଼ିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ କହିଲେ, “ଯାଅ।” ସେଥିରେ ସେମାନେ ବାହାରି ଘୁଷୁରିଗୁଡ଼ାକ ଭିତରେ ପଶିଲେ; ଆଉ ଦେଖ, ଘୁଷୁରିପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନ ଦେଇ ସମୁଦ୍ରରେ ପଡ଼ି ବୁଡ଼ି ମଲେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ କହିଲେ, ଯାଅ । ସେଥିରେ ସେମାନେ ବାହାରି ଘୁଷୁରିଗୁଡ଼ାକ ଭିତରେ ପଶିଲେ; ଆଉ ଦେଖ, ପଲଯାକ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନ ଦେଇ ସମୁଦ୍ରରେ ପଡ଼ି ବୁଡ଼ି ମଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ, “ಜಾವಾ” ಮಟ್ಲ್ಯಾನ್. ತನ್ನಾ ತೆ ಗಿರೆ ಜಾವ್ನ್ ತ್ಯಾ ಡುಕ್ರಾಂಚ್ಯಾ ಹಿಂಡಾತ್ ಗುಸ್ಲೆ ತನ್ನಾ ತೊ ಡುಕ್ರಾಂಚೊ ಸಗ್ಳೊ ಹಿಂಡ್ ಮಡ್ಡಿ ವೈನಾ ಸಮುಂದರಾತ್ ಹುಡಿ ಮಾರುನ್ ಬುಡ್ಲೊ.