Matthew 8:33 — Compare Translations
7 translations compared side by side
Odia - 1840
"ସଠାେରେ ଘୁଷୁରି ଚରାଉଥିବା ଲୋକେ ଥିଲେ। ସମାନେେ ନଗରକୁ ଦୌଡି ପଳାଇଲେ। ସଠାେରେ ଲୋକଙ୍କ ଆଗ ରେ ଘୁଷୁରିପଲ ଓ ଭୂତ ଗ୍ରସ୍ତ ଲୋକଙ୍କ ବିଷୟ ରେ ଯାହା ଯାହା ଘଟିଥିଲା, ସହୁକଥା ଗୋଟି ଗୋଟି କରି କହିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ବୃତ୍ତା; ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହିସବୁ ଜଣାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଘୁଷୁରି ଜଗୁଆଳିମାନେ ନିକଟସ୍ଥ ସହରକୁ ପଳାଇ ଯାଇ ଭୂତଗ୍ରସ୍ଥ ଲୋକ ପ୍ରତି କଅଣ ଘଟିଥିଲା ସ ଅନ୍ୟାନ୍ୟ ସମସ୍ତ କଥା ସେଠାରେ କହି ବୁଲିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଘୁଷୁରି ଚରାଉଥିବା ଲୋକେ ଥିଲେ। ସେମାନେ ନଗରକୁ ଦୌଡ଼ି ପଳାଇଲେ। ସେଠାରେ ଲୋକଙ୍କ ଆଗରେ ଘୁଷୁରିପଲ ଓ ଭୂତଗ୍ରସ୍ତ ଲୋକଙ୍କ ବିଷୟରେ ଯାହା ଯାହା ଘଟିଥିଲା, ସବୁକଥା ଗୋଟି ଗୋଟି କରି କହିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ଘଟଣା ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହିସବୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ଘଟଣା ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହି ସବୁ ଜଣାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಡುಕ್ರಾಕ್ನಿ ರಾಕುಲಾಗಲ್ಲಿ ಲೊಕಾ ಶಾರಾತ್ನಿ ಪಳುನ್ ಗೆಲಿ ಅನಿ ತ್ಯಾ ಗಿರೆಲಾಗಲ್ಲ್ಯಾಕ್ನಿ ಕಾಯ್-ಕಾಯ್ ಹೊಲೆ ತಿ ಸಗ್ಳಿ ಕಾನಿ ಲೊಕಾಕ್ನಿ ಸಾಂಗ್ಲ್ಯಾನಿ.