Matthew 8:34 — Compare Translations
7 translations compared side by side
Odia - 1840
"ତାପରେ ନଗରର ସବୁ ଲୋକେ ଯୀଶୁଙ୍କୁ ଭଟେିବାକୁ ଆସିଗଲେ। ସମାନେେ ଯୀଶୁଙ୍କୁ ଦେଖି ତାହାଙ୍କୁ ସମାନେେ ସହେି ଅଞ୍ଚଳ ଛାଡି ଚାଲିୟିବା ପାଇଁ ବିନତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କ ସହିତ ସାକ୍ଷାତ୍ କରିବା ପାଇଁ ବାହାରି ଆସିଲେ, ପୁଣି ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ପ୍ରସ୍ଥାନ କରିବାକୁ ବିନତି କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେ ସହରର ସମସ୍ତେ ଯୀଶୁଙ୍କୁ ଭେଟିବାକୁ ବାହାରିଲେ ଏବଂ ତାଙ୍କ ଦେଖା ପାଇଁ ସେ ଅଞ୍ଚଳ ଛାଡ଼ି ଚାଲିଯିବା ପାଇଁ ତାଙ୍କୁ ଅନୁରୋଧ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ନଗରର ସବୁ ଲୋକେ ଯୀଶୁଙ୍କୁ ଭେଟିବାକୁ ଆସିଗଲେ। ସେମାନେ ଯୀଶୁଙ୍କୁ ଦେଖି, ତାହାଙ୍କୁ ସେମାନେ ସେହି ଅଞ୍ଚଳ ଛାଡ଼ି ଗ୍ଭଲିଯିବା ପାଇଁ ବିନତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କୁ ଭେଟିବା ପାଇଁ ବାହାରି ଆସିଲେ, ପୁଣି, ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ଚାଲିଯିବା ପାଇଁ ବିନତି କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କୁ ଭେଟିବା ପାଇଁ ବାହାରି ଆସିଲେ, ପୁଣି, ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ଚାଲିଯିବା ପାଇଁ ବିନତି କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಶಾರಾತ್ಲೆ ಸಗ್ಳೆ ಜಾನಾ ಜೆಜುಕ್ಡೆ ಯೆಲ್ಯಾನಿ. ಅನಿ ತೆಕಾ ಭೆಟುನ್ ತೆನಿ ತೆಂಚೆ ಪ್ರಾಂತ್ಯ್ ಸೊಡುನ್ ಜಾವ್ಚೆ ಮನುನ್ ತೆಚ್ಯಾಕ್ಡೆ ಮಾಗುನ್ ಘೆಟ್ಲ್ಯಾನಿ.