Matthew 8:4 — Compare Translations
7 translations compared side by side
Odia - 1840
"ତାପରେ ଯୀଶୁ ତାହାକୁ କହିଲେ, ଦେଖ, ଏ ବିଷୟ ରେ କାହାକୁ କିଛି କୁହନାହିଁ, ବରଂ ଯାଜକଙ୍କ ପାଖକୁ ଯାଅ ଓ ନିଜକୁ ଦଖାେଅ। ମାଶାଙ୍କେ ଆଦେଶ ଅନୁସାରେ ଦାନ ଦିଅ। ଏହା ଦ୍ବାରା ଲୋକଙ୍କୁ ଦେଖଇେ ଦିଆଯାଇ ପାରିବ ଯେ ତୁମ୍ଭେ ଭଲ ହାଇେ ଯାଇଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୀଶୁ ତାହାକୁ କହିଲେ, ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କୁ ନିଜକୁ ଦେଖାଅ, ପୁଣି ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାକୁ କହିଲେ, “ଶୁଣ, ତୁମେ କିପରି ଭଲ ହେଲ, କାହାକୁ ଜଣାଅ ନାହିଁ; କିନ୍ତୁ ସିଧା ପୁରୋହିତ ପାଖକୁ ଯାଇ ନିଜକୁ ପରୀକ୍ଷା କରାଇ ନିଅ ଏବଂ ତୁମେ ସୁସ୍ଥ ହୋଇଛ ବୋଲି ସମସ୍ତଙ୍କୁ ଜଣାଇବା ପାଇଁ ମୋଶାଙ୍କ ନିରୂପିତ ବଳି ଉର୍ସ୍ଗ କର।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ତାହାକୁ କହିଲେ, “ଦେଖ, ଏ ବିଷୟରେ କାହାକୁ କିଛି କୁହ ନାହିଁ, ବରଂ ଯାଜକଙ୍କ ପାଖକୁ ଯାଅ ଓ ନିଜକୁ ଦେଖାଅ। ମୋଶାଙ୍କ ଆଦେଶ ଅନୁସାରେ ଦାନ ଦିଅ। ଏହା ଦ୍ୱାରା ଲୋକଙ୍କୁ ଦେଖେଇ ଦିଆଯାଇ ପାରିବ ଯେ ତୁମ୍ଭେ ଭଲ ହୋଇ ଯାଇଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୀଶୁ ତାହାକୁ କହିଲେ, “ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ନିଜକୁ ଯାଜକଙ୍କୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର।”
Odia IRV 2017 (ଓଡିଆ ବାଇବେଲ)
ଆଉ ଯୀଶୁ ତାହାକୁ କହିଲେ, ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಕಾ, “ಹಿತ್ತೆ ಆಯ್ಕ್! ಹೆ ಕೊನಾಕ್ಬಿ ಸಾಂಗುನಕೊ, ನಿಟ್ಟ್ ಯಾಜಕಾಕ್ಡೆ ಜಾ, ಅನಿ ತೊ ತುಕಾ ತಪಾಸುನ್ ಬಗುಂದಿ. ಅನಿ ಮಾನಾ ತಿಯಾ ಗುನ್ ಹೊಲೆ ಮನುನ್ ಸಗ್ಳ್ಯಾಕ್ನಿ ಕಳುಸಾಟ್ನಿ ಮೊಯ್ಜೆನ್ ಸಾಂಗಲ್ಲಿ ದೆನ್ಗಿ ದಿ”. ಮನುನ್ ಸಾಂಗ್ಲ್ಯಾನ್.