Matthew 8:5 — Compare Translations

7 translations compared side by side

Odia - 1840
"ତାପରେ ଯୀଶୁ କଫର୍ନାହୂମକୁ ଗଲେ। ନଗର ଭିତ ରେ ପ୍ରବେଶ କଲା ବେଳେ ଜଣେ ରୋମୀୟ ସନୋପତି ତାହାଙ୍କ ପାଖକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ କଫର୍ନାହୂମରେ ପ୍ରବେଶ କରନ୍ତେ, ଜଣେ ଶତସେନାପତି ତାହାଙ୍କ ନିକଟକୁ ଆସି ବିନତି କରି କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କର୍ପର୍ନାହୂମ ସହରରେ ପ୍ରବେଶ କରିବା ମାତ୍ର ଜଣେ ରୋମୀୟ ସେନାପତି ତାଙ୍କୁ ଭେଟି ଅନୁନୟ କରି କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଜଣେ ଅଧିକାରୀଙ୍କ ଦାସକୁ ଭଲ କରିଲେ ତା’ପରେ ଯୀଶୁ କଫର୍ନାହୂମକୁ ଗଲେ। ନଗର ଭିତରେ ପ୍ରବେଶ କଲାବେଳେ ଜଣେ ରୋମୀୟ ସେନାପତି ତାହାଙ୍କ ପାଖକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ କଫର୍ନାହୂମ ନଗରରେ ପ୍ରବେଶ କରନ୍ତେ ଜଣେ ଶତ-ସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ,
Odia IRV 2017 (ଓଡିଆ ବାଇବେଲ)
ଯୀଶୁ କଫର୍ନାହୂମରେ ପ୍ରବେଶ କରନ୍ତେ ଜଣେ ଶତସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಕಪರ್‍ನವ್ ಮನ್ತಲ್ಲ್ಯಾ ಗಾಂವಾತ್ ಗುಸಲ್ಲ್ಯಾ ತನ್ನಾಚ್ ರೊಮಾಚ್ಯಾ ಸೆಂಬರ್ ಸೈನಿಕಾಂಚೊ ಎಕ್ ಅದಿಕಾರಿ ಜೆಜುಕ್ ಭೆಟ್ಲೊ, ಅನಿ ಮಜತ್ ಮಾಗುನ್ಗೆತ್,