Matthew 9:1 — Compare Translations
7 translations compared side by side
Odia - 1840
"ଯୀଶୁ ନେ ୗକା ରେ ବସି ହ୍ରଦର ଆର ପଟେ ଥିବା ନିଜ ନଗରକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଡଙ୍ଗାରେ ବସି ହ୍ରଦ ଆରପାରରେ ଥିବା ନିଜ ସହରକୁ ଫେରିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଗୋଟିଏ ପକ୍ଷାଘାତ ରୋଗୀକୁ ସୁସ୍ଥ କଲେ ଯୀଶୁ ନୌକାରେ ବସି ହ୍ରଦର ଆର ପଟେ ଥିବା ନିଜ ନଗରକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಢೊನಿತ್ ಚಡ್ಲೊ ಅನಿ ಸಮುಂದರಾಚ್ಯಾ ತಿಕುಲ್ಯಾ ಬಾಜುಕ್ ಅಪ್ನಾಚ್ಯಾ ಸ್ವಂತ್ ಶಾರಾಕ್ ಪರ್ತುನ್ ಗೆಲೊ.