Matthew 9:10 — Compare Translations
7 translations compared side by side
Odia - 1840
"ଯୀଶୁ ମାଥିଉଙ୍କ ଘ ରେ ଖାଉଥିଲେ। ସେ ଖାଇବା ବେଳେ ଅନକେ କର ଆଦାୟକାରୀ ଓ ଅନ୍ୟ ପାପୀମାନେ ସଠାେରେ ପହଁଞ୍ଚିଲେ। ସମାନେେ ଯୀଶୁ ଓ ତାହାଙ୍କ ଅନୁଗାମୀମାନଙ୍କ ସହ ଖାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ମାଥିଉଙ୍କ ଘରେ ଭୋଜନ କରିବା ବେଳେ ଅନେକ କରଆଦାୟକାରୀ ଓ ସାମାଜଚ୍ୟୁତ ଲୋକେ ତାଙ୍କ ସହିତ ଓ ତାଙ୍କ ଶିଷ୍ୟମନେ ସହିତ ଭୋଜନରେ ବସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ମାଥିଉଙ୍କ ଘରେ ଖାଉଥିଲେ। ସେ ଖାଇବା ବେଳେ ଅନେକ କରଆଦାୟକାରୀ ଓ ଅନେକ ପାପୀମାନେ ସେଠାରେ ପହଞ୍ଚିଲେ। ସେମାନେ ଯୀଶୁ ଓ ତାହାଙ୍କ ଅନୁଗାମୀମାନଙ୍କ ସହ ଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಮಾತೆವಾಚ್ಯಾ ಘರಾತ್ ಜೆವಾನ್ ಕರ್ತಾನಾ, ಲೈ ತೆರ್ಗಿ ವಸುಲಿ ಕರ್ತಲಿ ಲೊಕಾ, ಅನಿ ಪಾಪಿ ಲೊಕಾಬಿ ಜೆಜು ಅನಿ ಶಿಸಾಂಚ್ಯಾ ವಾಂಗ್ಡಾ ಜೆವ್ನಾಚ್ಯಾ ಪಂಗ್ತಿರ್ ಬಸಲ್ಲಿ.