Matthew 9:11 — Compare Translations
7 translations compared side by side
Odia - 1840
"ଫାରୂଶୀମାନେ ଏହା ଦେଖି ଯୀଶୁଙ୍କ ଅନୁଗାମୀମାନଙ୍କୁ ପଚାରିଲେ, ତୁମ୍ଭର ଗୁରୁ କର ଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
କେତେଜଣ ଫାରୁଶୀ ଏହେ ସେଖି ଯୀଶୁଙ୍କ ଶିଷ୍ୟମାନଙ୍କ ପଚାରିଲେ, “ତୁମ ଗୁରୁ ଏଭଳି ଲୋକମାନଙ୍କ ସହିତ କାହିଁକି ଏକାଠି ବସି ଖାଉଛନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ଫାରୂଶୀମାନେ ଏହା ଦେଖି ଯୀଶୁଙ୍କ ଅନୁଗାମୀମାନଙ୍କୁ ପଗ୍ଭରିଲେ, “ତୁମ୍ଭର ଗୁରୁ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?”
Odia IRV 2017 (ଓଡିଆ ବାଇବେଲ)
ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, "ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି"?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಉಲ್ಲ್ಯಾ ಫಾರಿಜೆವಾನಿ ಜೆಜುಚ್ಯಾ ಶಿಸಾಕ್ನಿ, “ತುಮ್ಚೊ ಗುರುಜಿ; ಪಾಪಿ ಅನಿ ತೆರ್ಗಿ ವಸುಲಿ ಕರ್ತಲ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಬಸುನ್ ಕಶ್ಯಾಕ್ ಜೆವ್ತಾ?” ಮನುನ್ ಇಚಾರ್ಲ್ಯಾನಿ.