Matthew 9:12 — Compare Translations
7 translations compared side by side
Odia - 1840
"ଫାରୂଶୀମାନଙ୍କ କଥା ଶୁଣି ଯୀଶୁ କହିଲେ, ଜଣେ ସୁସ୍ଥ ଲୋକ ପାଇଁ ଡାକ୍ତର ଆବଶ୍ଯକ ନାହିଁ, କିନ୍ତୁ ଜଣେ ରୋଗୀ ପାଇଁ ଡାକ୍ତର ଦରକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ତାହା ଶୁଣି କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନେ ପ୍ରଶ୍ନର ଉତ୍ତର ଦେଇ କହିଲେ, “ସୁସ୍ଥ ଲୋ୍ଙ୍କ ପାଇଁ ଡାକ୍ତରର ପ୍ରୟୋଜନ ନାହିଁ। କେବଳ ରୋଗୀମାନେ ଡାକ୍ତର ଆବଶ୍ୟକ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଫାରୂଶୀମାନଙ୍କ କଥା ଶୁଣି ଯୀଶୁ କହିଲେ, “ଜଣେ ସୁସ୍ଥଲୋକ ପାଇଁ ଡାକ୍ତର ଆବଶ୍ୟକ ନାହିଁ, କିନ୍ତୁ ଜଣେ ରୋଗୀ ପାଇଁ ଡାକ୍ତର ଦରକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ତାହା ଶୁଣି କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ, ମାତ୍ରା ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆನಿ ಇಚಾರ್ತಲೆ ಆಯಿಕ್ಲ್ಯಾನ್, ಅನಿ ತೆಂಕಾ “ಅರಾಮ್ ಹೊತ್ತ್ಯಾಕ್ನಿ ವಗ್ದುಳ್ಯಾಚಿ ಗರಜ್ ನಾ. ಜೆ ಕೊನ್ ಶಿಕ್ ಹಾತ್ ತೆಂಕಾ ಎವ್ಡಿಚ್ ವಗ್ದುಳ್ಯಾಚಿ ಗರಜ್ ಹಾಯ್.