Matthew 9:14 — Compare Translations
7 translations compared side by side
Odia - 1840
"ଯୋହନଙ୍କ ଶିଷ୍ଯମାନେ ଯୀଶୁଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚାରିଲେ, ଆମ୍ଭେ ଓ ଫାରୂଶୀମାନେ ଅଧିକାଂଶ ସମୟରେ ଉପବାସ କରୁଛୁ। କିନ୍ତୁ ଆପଣଙ୍କ ଶିଷ୍ଯମାନେ ଉପବାସ କରନ୍ତି ନାହିଁ କାହିଁକି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ଦିନେ ଜଳସୀକ୍ଷାଦାତା ଯୋହନଙ୍କ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, “ଆମେ ସ ଫଶରୁଶୀମାନେ ଏତେ ଥର ଉପବାସି କରୁଛି, ଆପଣଙ୍କ ଶିଷ୍ୟମାନେ କାହିଁକି କେବେହେଲେ ଉପବାସ କରୁନାହାନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଅନ୍ୟ ଧାର୍ମିକ ଯିହୂଦୀଙ୍କ ଭଳି ନୁହନ୍ତି ଯୋହନଙ୍କ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସିଲେ, ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଆମ୍ଭେ ଓ ଫାରୂଶୀମାନେ ଅଧିକାଂଶ ସମୟରେ ଉପବାସ କରୁଛୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜುವಾಂವ್ ಬಾವ್ತಿಸಾಚಿ ಶಿಸಾ ಜೆಜುಕ್ಡೆ ಯೆಲಿ, ಅನಿ ಜೆಜುಕ್, “ಅಮಿ ಅನಿ ಫಾರಿಜೆವಾ ತನ್ನಾ-ತನ್ನಾ ಉಪಾಸ್ ಕರ್ತಾವ್, ಖರೆ ತುಜಿ ಶಿಸಾ ಉಪಾಸ್ ಕರಿನ್ಯಾತ್ ಕಶ್ಯಾಕ್?” ಮನುನ್ ಇಚಾರ್ಲ್ಯಾನಿ.