Matthew 9:15 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ କହିଲେ, ବର ଯେପର୍ୟ୍ଯନ୍େତ ବରଯାତ୍ରୀମାନଙ୍କ ସହିତ ଥିବ, ସେ ପର୍ୟ୍ଯନ୍ତ ବରଯାତ୍ରୀମାନେ ଦୁଃଖ କରିବେ କି? କିନ୍ତୁ ଦିନ ଆସିବ ବରକୁ ତାହାଙ୍କଠାରୁ ଛଡଇେ ନିଆୟିବ। ସେତବେେଳେ ବରଯାତ୍ରୀମାନେ ଦୁଃଖୀ ହବେେ। ତାପରେ ସମାନେେ ଉପବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ କହିଲେ, ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରି ପାରନ୍ତି? କିନ୍ତୁ ସମୟ ଆସିବ, ଯେତେ-ବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ସେଲେ, “ବିବାହ ଉତ୍ସବରେ ବର ଉପସ୍ଥିତ ଥିବାଯାଏ ଅତିଥିମାନେ କ’ଣ ଦୁଃଖ କରନ୍ତି? କଦାପି ନୁହେଁ। କିନ୍ତୁ ଦିନ ଆସିବ, ଯେତେବେଳେ ବର ଚରଲିଯିବେ; ସେତେବେଳେ ସେମାନେ ଉପବାସ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥିବ, ସେପର୍ଯ୍ୟନ୍ତ ବରଯାତ୍ରୀମାନେ ଦୁଃଖ କରିବେ କି? କିନ୍ତୁ ଦିନ ଆସିବ ବରକୁ ତାହାଙ୍କଠାରୁ ଛଡ଼େଇ ନିଆଯିବ। ସେତେବେଳେ ବରଯାତ୍ରୀମାନେ ଦୁଃଖୀ ହେବେ। ତା’ପରେ ସେମାନେ ଉପବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରିପାରନ୍ତି? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ କହିଲେ, ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରି ପାରନ୍ତି? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ, “ಲಗ್ನಾಚೊ ನ್ಹವ್ರೊ ವಾಂಗ್ಡಾ ರ್‍ಹಾತಾನಾ, ಲಗ್ನಾಕ್ ಯೆಲ್ಲ್ಯಾ ಸೊಯ್ರ್ಯಾನಿ ಬೆಜಾರಾತ್ ರ್‍ಹಾವ್ಕ್ ಹೊತಾ ಕಾಯ್? ನಾ, ಹೊಯ್ನಾ! ಖರೆ ತೆಂಚ್ಯಾ ಮದ್ನಾ ನ್ಹವ್ರ್ಯಾಕ್ ಕಾಡುನ್ ಘೆವ್ನ್ ಜಾತಲೊ ಎಳ್ ಯೆತಾ, ತನ್ನಾ ತೆನಿ ಉಪಾಸ್ ಕರ್‍ತ್ಯಾತ್”.