Matthew 9:17 — Compare Translations

7 translations compared side by side

Odia - 1840
"ଆହୁରି ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା ପାତ୍ର ରେ ଢାଳନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି ଉଭୟ ରକ୍ଷା ପାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେହି ପୁରୁଣା ଚମଡ଼ା ଥଳୀଟିରେ ତଟକା ଦ୍ରାକ୍ଷାରସ ଭତ୍ତି କରେ ନାହିଁଚାରଣ ତଦ୍ୱାରା ଚମଡ଼ା ଥଳୀଟି ଫାଟିଯାଇ ନଷ୍ଟ ହେବ ଏବଂ ଦାଷାରସ ବାହାରି ତଳେ ପଡ଼ିଯିବ। ତଟକା ଦ୍ରାଷାରସକୁ ନୂଆ ଚମଡ଼ା ଥଳୀରେ ରଖିଲେ, ଉଭୟ ଦ୍ରାଷାରସ ଓ ଥଳୀ ସୁରକ୍ଷିତ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା ପାତ୍ରରେ ଢାଳନ୍ତି ନାହିଁ। ତା କଲେ, ପୁରୁଣା ପାତ୍ର ଫାଟିଯାଏ ଓ ଅଙ୍ଗୁରରସ ଢାଳି ହୋଇଯାଏ, ସେଥିପାଇଁ ସେମାନେ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ପାତ୍ରରେ ରଖନ୍ତି, ଏଥିରେ ଦ୍ରାକ୍ଷାରସ ଓ ପାତ୍ର ଦୁଇଟି ସୁରକ୍ଷିତ ରଖାଯାଇ ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି, ଉଭୟ ରକ୍ଷା ପାଏ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି, ଉଭୟ ରକ୍ଷା ପାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಾಹೊಲ್ಯಾರ್ ಕೊನ್‍ಬಿ ನ್ಹವೊ ವಾಯ್ನ್ ಜುನ್ನ್ಯಾ ಚಮ್ಡ್ಯಾಚ್ಯಾ ಪಿಸ್ವಿಯಾತ್ನಿ ವೊತಿನಾ. ತಸೆ ಕರ್ಲ್ಯಾರ್, ತಿ ಚಮ್ಡ್ಯಾಚಿ ಪಿಸ್ವಿ ಫುಟ್ತಾ, ಅನಿ ವಾಯ್ನ್ ಗಳುನ್ ಪಡುನ್ ಹಾಳ್ ಹೊತಾ. ಚಮ್ಡ್ಯಾಚ್ಯಾ ಪಿಸ್ವಿಯಾಬಿ ಹಾಳ್ ಹೊತ್ಯಾತ್. ನ್ಹವಿ ವಾಯ್ನ್ ನ್ಹವ್ಯಾ ಚಮ್ಡ್ಯಾಚ್ಯಾ ಪಿಸ್ವಿಯಾತ್ನಿ ಭರ್‍ತ್ಯಾತ್, ತನ್ನಾ ಪಿಸ್ವಿಬಿ ವಾಯ್ನ್ ಬಿ ಹಾಳ್ ಹೊಯ್‍ನಸ್ತಾನಾ ಬರೆಚ್ ರ್‍ಹಾತ್ಯಾತ್.