Matthew 9:18 — Compare Translations

7 translations compared side by side

Odia - 1840
"ଯୀଶୁ ଏ ବିଷୟ କହୁଥିବା ସମୟରେ ଯିହୂଦୀ ପ୍ରାର୍ଥନାଗୃହର ଜଣେ ଅଧ୍ଯକ୍ଷ ଆସିଲେ। ସେ ଯୀଶୁଙ୍କ ଆଗ ରେ ଆଣ୍ଠୁମାଡି ବସି ପଡଲେ ଓ କହିଲେ, ମାରେ ଝିଅ ଏବେ ମରୀଗଲା। ତୁମ୍ଭେ ଆସି ତା'ଉପରେ ହାତ ରଖି ଦିଅ। ତା' ହେଲେ ସେ ପୁଣି ବଞ୍ଚି ଉଠିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଏହିସମସ୍ତ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ନିକଟକୁ ଆସି ପ୍ରଣାମ କରି କହିଲେ, ମୋର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏହି ସବୁ ଶିକ୍ଷା ଦେଉଥିବାବେଳେ ଜଣେ ଇହୁଦୀ ଉଚ୍ଚ କର୍ମଚାରୀ ତାଙ୍କ ନିକଟକୁ ଆସି ଆଣଣ୍ଠୁମାଡ଼ି କହିଲା, “ଏହିକ୍ଷଣି ମୋ’ ଝିଅ ମରି ଯାଇଛି। କିନ୍ତୁ ଆପଣ ଆସି ତା’ ଉପରେ ହାତ ରଖିଲେ, ସେ ନିଶ୍ଚିତ ବଞ୍ଚିବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଗୋଟିଏ ମୃତ ଝିଅଟିକୁ ଜୀବନ ଦେଲେ ଓ ଅସୁସ୍ଥ ସ୍ତ୍ରୀଲୋକଟିକୁ ସୁସ୍ଥ କରିଦେଲେ ଯୀଶୁ ଏ ବିଷୟ କହୁଥିବା ସମୟରେ ଯିହୂଦୀ ପ୍ରାର୍ଥନାଗୃହର ଜଣେ ଅଧ୍ୟକ୍ଷ ଆସିଲେ। ସେ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ବସି ପଡ଼ିଲେ ଓ କହିଲେ, “ମୋର ଝିଅ ଏବେ ମରିଗଲା। ତୁମ୍ଭେ ଆସି ତା’ଉପରେ ହାତ ରଖିଦିଅ, ତା’ହେଲେ ସେ ପୁଣି ବଞ୍ଚି ଉଠିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଏହିସବୁ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲେ, ମୋହର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଏହି ସବୁ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲେ, ମୋର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು, ಹೆ ಸಾಂಗುನ್ಗೆತುಚ್ ಹೊತ್ತೊ, ತನ್ನಾ ಎಕ್ ಜುದೆವಾಂಚೊ ಅದಿಕಾರಿ ಜೆಜುಕ್ಡೆ ಯೆಲೊ, ಅನಿ ಡೊಗ್ಲಾ ಘಾಲುನ್ ಜೆಜುಕ್, “ ಮಾಜಿ ಲೆಕ್ ಅತ್ತಾ-ಅತ್ತಾಚ್ ಮರ್ಲಿ. ಖರೆ ತಿಯಾ ಯೆವ್ನ್ ತಿಚೆ ವರ್‍ತಿ ಹಾತ್ ಥವ್ ತಿ ಹುರ್ತಾ”. ಮನುಲಾಲೊ.