Matthew 9:2 — Compare Translations

7 translations compared side by side

Odia - 1840
"କେତକେ ଲୋକ ଜଣେ ପକ୍ଷାଘାତ ରୋଗୀକୁ ଯୀଶୁଙ୍କ ପାଖକୁ ଆଣିଲେ। ସେ ରୋଗୀଟି ଶୟେ ରେ ଶାଇେଥିଲା। ଯୀଶୁ ସହେି ଲୋକମାନଙ୍କର ଗଭୀର ବିଶ୍ବାସ ଥିବାର ଦେଖିଲେ। ସେ ପକ୍ଷାଘାତ ରୋଗୀକୁ କହିଲେ, ହେ ୟୁବକ! ସାହସ ରଖ। ତୁମ୍ଭର ସବୁ ପାପ କ୍ଷମା କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ-ରୋଗୀକି ବୋହି ତାହାଙ୍କ ନିକଟକୁ ଆଣିଲେ, ପୁଣି ଯୀଶୁ ସେମାନଙ୍କ ବିଶ୍ଵାସ ଦେଖି ସେହି ପକ୍ଷାଘାତରୋଗୀକି କହିଲେ, ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ଜରେଣ ପକ୍ଷାଘାତ ରୋଗୀକୁ ଲୋକେ ତାଙ୍କ ନିକଟକୁ ଆଣିଲେ। ରୋଗୀଟିକୁ ଲୋକେ ତାଙ୍କ ନିାଟକୁ ଆଣିଲେ। ରୋଗୀୀଟି ତା’ ବିଛଣାରେ ଶୋଇ ରହିଥିଲା। ସେମାନଙ୍କର ଏତେ ବିଶ୍ୱାସ ଦେଖି ଯୀଶୁ ପକ୍ଷାଘାତୀୁ କହିଲେ, “ପୁଅ, ସାହସ ଧର। ତୋର ସବୁ ପା କ୍ଷମା ହୋଇଗଲା।”
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ ଜଣେ ପକ୍ଷାଘାତ ରୋଗୀକୁ ଯୀଶୁଙ୍କ ପାଖକୁ ଆଣିଲେ। ସେ ରୋଗୀଟି ଶେଯରେ ଶୋଇଥିଲା। ଯୀଶୁ ସେହି ଲୋକମାନଙ୍କର ଗଭୀର ବିଶ୍ୱାସ ଥିବାର ଦେଖିଲେ। ସେ ପକ୍ଷାଘାତ ରୋଗୀକୁ କହିଲେ, “ହେ ଯୁବକ! ସାହସ ରଖ। ତୁମ୍ଭର ସବୁପାପ କ୍ଷମା କରାଗଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, “ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା।”
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಉಲ್ಲ್ಯಾ ಮಾನ್ಸಾನಿ ಎಕ್ಲ್ಯಾ ವಾರ್‍ಯಾನ್‍ಮಾರಲ್ಲ್ಯಾ ಮಾನ್ಸಾಕ್ ಹಾತ್ರಾನಾ ಸಮೆತ್ ಜೆಜುಕ್ಡೆ ಘೆವ್ನ್ ಯೆಲ್ಯಾನಿ. ತೆಂಚೊ ವಿಶ್ವಾಸ್ ಬಗುನ್ ಜೆಜುನ್ ತ್ಯಾ ವಾರ್‍ಯಾನ್‍ಮಾರಲ್ಲ್ಯಾ ಮಾನ್ಸಾಕ್, “ಮಾಜ್ಯಾ ಪೊರಾ! ಧೈರೊ ಘೆ! ತುಜಿ ಸಗ್ಳೆ ಪಾಪ್ ಮಾಪ್ ಹೊಲೆ” ಮಟ್ಲ್ಯಾನ್.