Matthew 9:20 — Compare Translations

7 translations compared side by side

Odia - 1840
"ସଠାେରେ ଜଣେ ସ୍ତ୍ରୀ ଲୋକ ଥିଲା। ତାର ବାରବର୍ଷ ଧରି ରକ୍ତସ୍ରାବ ହେଉଥିଲା। ସେ ସ୍ତ୍ରୀ ଲୋକଟି ଯୀଶୁଙ୍କ ପଛ ପଟକୁ ଆସି ତାହାଙ୍କ ପିନ୍ଧା ବସ୍ତ୍ରର ଧାରକୁ ଛୁଇଁ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛପଟୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ବାଟରେ ଯାଉଥିବାବେଳେ ଜଣେ ସ୍ତ୍ରୀ ଲୋକ ତାଙ୍କ ପଛ ପଟୁ ଆସି ତାଙ୍କ ପୋଷାକ ଧାରକୁ ଛୁଇଁଲା। ସେ ବାରବର୍ଷ ଧରି ଭୀଶଣ ରକ୍ତସ୍ରୀବ ରୋଗ ଭୋଗୁଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଜଣେ ସ୍ତ୍ରୀଲୋକ ଥିଲା, ତା’ର ବାରବର୍ଷ ଧରି ରକ୍ତସ୍ରାବ ହେଉଥିଲା। ସେ ସ୍ତ୍ରୀଲୋକଟି ଯୀଶୁଙ୍କ ପଛ ପଟକୁ ଆସି ତାହାଙ୍କ ପିନ୍ଧା ବସ୍ତ୍ରର ଧାରକୁ ଛୁଇଁଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾರಾ ವರ್ಸಾಕ್ನಾ ರಗಾತ್ ಜಾತಲೊ ರೊಗ್ ಹೊತ್ತಿ ಎಕ್ ಬಾಯ್ಕೊಮನುಸ್ ಜೆಜುಚ್ಯಾ ಫಾಟ್ನಾ ಯೆಲಿ ಅನಿ ತೆನಿ ತೆಚ್ಯಾ ಕಪ್ಡ್ಯಾಂಚ್ಯಾ ತುದಿಚ್ಯಾ ಘೊಂಡ್ಯಾಕ್ ಅಪಡ್ಲಿನ್.