Matthew 9:22 — Compare Translations
7 translations compared side by side
Odia - 1840
"ଯୀଶୁ ବୁଲିପଡି ତାହାକୁ ଚାହିଁଲେ। ଯୀଶୁ କହିଲେ, ଝିଅ, ସାହାସ ଧର। ତୁମ୍ଭର ବିଶ୍ବାସ ତୁମ୍ଭକୁ ସୁସ୍ଥ କରି ଦଇେଛି। ସଙ୍ଗେସଙ୍ଗେ ସେ ସ୍ତ୍ରୀ ଲୋକଟି ସୁସ୍ଥ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, ବତ୍ସେ, ସାହସ ଧର, ତୋହର ବିଶ୍ଵାସ ତୋତେ ସୁସ୍ଥ କରିଅଛି । ସେହି ଦଣ୍ତରୁ ସ୍ତ୍ରୀଲୋକଟି ସୁସ୍ଥା ହୋଇଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ବୁଲିବଡ଼ି ତାକୁ ଦେଖିଲେ ଏବଂ ଅଭୟ ଦେଇ କହିଲେ, “ ଝିଅ, ସାହସ ଧର। ତୋ’ ବିଶ୍ୱାସ ତୋତେ ସୁସ୍ଥ କରିଛି।” ସେହି ମୁହୂର୍ତ୍ତରେ ସେହି ସ୍ତ୍ରୀ ଲୋକଟି ସୁସ୍ଥ ହୋଇଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ବୁଲିପଡ଼ି ତାହାକୁ ଗ୍ଭହିଁଲେ। ଯୀଶୁ କହିଲେ, “ଝିଅ, ସାହସ ଧର। ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରି ଦେଇଛି।” ସଙ୍ଗେ ସଙ୍ଗେ ସେ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, “ବତ୍ସେ, ସାହସ ଧର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି।” ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, ବତ୍ସେ, ସାହସ ଧର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି । ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಫಾಟಿ ಪರ್ತುನ್ ತಿಕಾ ಬಗಟ್ಲ್ಯಾನ್ ಅನಿ, “ಮಾಜ್ಯಾ ಲೆಕಿ, ಧೈರೊ ಘೆ! ತುಜ್ಯಾ ವಿಶ್ವಾಸಾನ್ ತಿಯಾ ಬರಿ ಹೊಲೆ”. ಮಟ್ಲ್ಯಾನ್. ತನ್ನಾ ತಾಬೊಡ್ತೊಬ್ ತಿಚೊ ರೊಗ್ ಅರಾಮ್ ಹೊಲೊ.