Matthew 9:23 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ଯୀହୂଦୀ ପ୍ରାର୍ଥନାଗୃହର ଅଧ୍ଯକ୍ଷଙ୍କ ଘ ରେ ପହନ୍ଚିଲେ। ସଠାେରେ ବଂଶୀବାଦକମାନେ ସମାଧି ଜନିତ ବଂଶୀ ବଜାଉଥିଲେ। ଝିଅଟି ମରିଯାଇଥିବାରୁ ଲୋକେ କାନ୍ଦୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକ-ସମୂହକୁ ଦେଖି କହିଲେ, ବାହାରିଯାଅ,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ସେହି ଇହୁଦୀ କର୍ମଚାରୀଙ୍କ ଘରେ ନହଞ୍ଚିଲେ। ସେଠାରେ ଅନ୍ତ୍ୟେଷ୍ଟିକ୍ରି ୟା ପାଇଁ ଡକାଯାଇଥିବା ବାଦ୍ୟକାର ଓ ଅନ୍ୟାନ୍ୟ ଲୋକମାନେ ଗୋଳମାଳ କରୁଥିବା ଦେଖି,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ଯିହୂଦୀ ପ୍ରାର୍ଥନାଗୃହର ଅଧ୍ୟକ୍ଷଙ୍କ ଘରେ ପହଞ୍ଚିଲେ। ସେଠାରେ ବଂଶୀବାଦକମାନେ ସମାଧି ଜନିତ ବଂଶୀ ବଜାଉଥିଲେ। ଝିଅଟି ମରିଯାଇଥିବାରୁ ଲୋକେ କାନ୍ଦୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକସମୂହକୁ ଦେଖି କହିଲେ, “ବାହାରିଯାଅ, ବାଳିକାଟି ତ ମରି ନାହିଁ, ମାତ୍ର ଶୋଇ ପଡ଼ିଅଛି”
Odia IRV 2017 (ଓଡିଆ ବାଇବେଲ)
ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକସମୂହକୁ ଦେଖି କହିଲେ, ବାହାରିଯାଅ, ବାଳିକାଟି ତ ମରି ନାହିଁ, ମାତ୍ର ଶୋଇ ପଡ଼ିଅଛି
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜು ಅದಿಕಾರ್ಯಾಚ್ಯಾ ಘರಾತ್ ಗೆಲೊ, ಅನಿ ಮರ್ನಾಚ್ಯಾ ಎಳಾರ್ ವಾಜ್ಪಾ ವಾಜ್ವುತಲೆ, ಅನಿ ಧಾಂದಲ್ ಕರ್ತಲ್ಯಾ ಲೊಕಾಕ್ನಿ ತೆನಿ ಬಗಟ್ಲ್ಯಾನ್.