Matthew 9:24 — Compare Translations
7 translations compared side by side
Odia - 1840
"ଯୀଶୁ ସମସ୍ତଙ୍କୁ କହିଲେ, 'ବାହାରିଯାଅ। ଝିଅଟି ମରିନାହିଁ। ସେ କବଳେ ଶାଇେ ପଡିଛି। ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାଳିକାଟି ତ ମରି ନାହିଁ, ମାତ୍ର ଶୋଇପଡ଼ିଅଛି । ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ସମସ୍ତେ ଏଠାରୁ ବାହାରି ଯାଅ। ଝିଅଟି ମରି ନାହିଁ। କେବଳ ଶୋଇଛି।” ତାଙ୍କ କଥା ଶୁଣି ସେମାନେ ପରିହସ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସମସ୍ତଙ୍କୁ କହିଲେ, “ବାହାରିଯାଅ। ଝିଅଟି ମରି ନାହିଁ। ସେ କେବଳ ଶୋଇ ପଡ଼ିଛି।” ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್,“ಸಗ್ಳೆ ಜಾನಾ ಭಾಯ್ರ್ ಪಡಾ ತೆ ಚೆಡು ಮರುಕ್ ನಾ, ತಿ ನಿಜ್ಲಾ!” ಮಟ್ಲ್ಯಾನ್. ತನ್ನಾ ತೆನಿ ಸಗ್ಳ್ಯಾನಿ ಜೆಜುಕ್ ಹಾಸ್ಲ್ಯಾನಿ.