Matthew 9:25 — Compare Translations

7 translations compared side by side

Odia - 1840
"ଲୋକଙ୍କୁ ଘର ଭିତରୁ ବାହାର କରି ଦିଆୟିବା ପରେ ଯୀଶୁ ଭତରକୁ ଗଲେ। ଝିଅଟିର ହାତ ଧରିଲେ। ଝିଅଟି ଉଠି ଠିଆ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଲୋକସମୂହ ବାହାର କରାଯାଆନ୍ତେ, ସେ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେମାନେ ବାହାରି ଯିବା ପରେ ଯୀଶୁ ବାଳିକାର କୋଡରୀକୁ ଯାଇ ତା’ ହାତ ଧରି ଉହଠାଇଲେ ଓ ସେ ସଙ୍ଗେ ସଙ୍ଗେ ଉଠି ବସିଲା।
Odia Bible ERV 2004 (ପବିତ୍ର ବାଇବଲ)
ଲୋକଙ୍କୁ ଘର ଭିତରୁ ବାହାର କରି ଦିଆଯିବା ପରେ ଯୀଶୁ ଭିତରକୁ ଗଲେ। ଝିଅଟିର ହାତ ଧରିଲେ, ଝିଅଟି ଉଠି ଠିଆ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଲୋକସମୂହ ବାହାର କରାଯାଆନ୍ତେ, ଯୀଶୁ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଲୋକସମୂହ ବାହାରଯାଆନ୍ତେ ଯୀଶୁ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಲೊಕಾಕ್ನಿ ಭಾಯ್ರ್ ಧಾಡುನ್ ಹೊಲ್ಲ್ಯಾ ತನ್ನಾ ಜೆಜು ತ್ಯಾ ಚೆಡ್ವಾಚ್ಯಾ ಖೊಲಿತ್ ಗೆಲೊ, ಅನಿ ತೆನಿ ತ್ಯಾ ಚೆಡ್ವಾಚೊ ಹಾತ್ ಧರ್‍ಲ್ಯಾನ್, ಅನಿ ತೆ ಚೆಡು ಉಟ್ಲೆ.