Matthew 9:26 — Compare Translations
7 translations compared side by side
Odia - 1840
"ଏ ଖବର ସହେି ଅଞ୍ଚଳ ସାରା ବ୍ଯାପିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏହି କଥା ସେହି ଦେଶଯାକ ବ୍ୟାପିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଘଯଣାର ସମ୍ବାଦ ସେହି ଅଞ୍ଚଳରେ ସବୁଆଡ଼େ ବ୍ୟାନିଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଏ ଖବର ସେହି ଅଞ୍ଚଳସାରା ବ୍ୟାପିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏହି କଥା ସେହି ଦେଶଯାକ ବ୍ୟାପିଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏହି କଥା ସେହି ଦେଶଯାକ ବ୍ୟାପିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಖಬರ್ ತ್ಯಾ ದೆಸಾತ್ ಸಗ್ಳ್ಯಾಕ್ಡೆ ಜಾವ್ನ್ ಪಾವ್ಲಿ.