Matthew 9:27 — Compare Translations
7 translations compared side by side
Odia - 1840
"ଯୀଶୁ ସହେି ସ୍ଥାନ ଛାଡି ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସମାନେେ ପାଟି କରି କହୁଥିଲେ, ହେ ଦାଉଦଙ୍କ ପୁତ୍ର, ଆମ୍ଭମାନଙ୍କୁ ଦୟା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚ ସ୍ଵର କରି କହିବାକୁ ଲାଗିଲେ, ହେ ଦାଉଦ-ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେଠାରେ ପ୍ରସ୍ଥାନ କଳାବେଳେ ଦୁଇଜଣ ଅନ୍ଧ ତାଙ୍କ ଅନୁସରଣ କଲେ। ସେମାନେ ଚିତ୍କାର କରି କହୁଥିଲେ, “ହେ ଦାଉଦବଂଶଜ, ଆମକୁ ଦୟା କରନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କରନ୍ତି ଯୀଶୁ ସେହି ସ୍ଥାନ ଛାଡ଼ି ଯାଉଥିବା ସମୟରେ ଦୁଇଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସେମାନେ ପାଟି କରି କହୁଥିଲେ, “ହେ ଦାଉଦଙ୍କ ପୁତ୍ର, ଆମ୍ଭମାନଙ୍କୁ ଦୟା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚସ୍ୱର କରି କହିବାକୁ ଲାଗିଲେ, ହେ ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚ ସ୍ୱର କରି କହିବାକୁ ଲାଗିଲେ, ହେ ଦାଉଦ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ತೊ ಜಾಗೊ ಸೊಡುನ್ ಚಲುನ್ಗೆತ್ ಜಾತಾನಾ, ದೊಗೆ ಜಾನಾ ಕುಡ್ಡೆ ಜೆಜುಚ್ಯಾ ಫಾಟ್ನಾ ಯೆವ್ನಗೆತ್ “ಜೆಜು, ದಾವಿದಾಚ್ಯಾ ಲೆಕಾ ಅಮ್ಚಿ ದಯಾ ಕರ್” ಮನುನ್ ಬೊಬ್ ಮಾರುಕ್ಲಾಲೆ.