Matthew 9:28 — Compare Translations
7 translations compared side by side
Odia - 1840
"ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ଯ ତାହାଙ୍କ ସଙ୍କ ରେ ଗଲେ। ଯୀଶୁ ସମାନଙ୍କେୁ ପଚାରିଲେ, ତୁମ୍ଭେ କ'ଣ ବିଶ୍ବାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି? ସମାନେେ ଉତ୍ତର ଦେଲେ, ହଁ, ପ୍ରଭୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଗୃହରେ ପ୍ରବେଶ କରନ୍ତେ, ସେହି ଅନ୍ଧମାନେ ତାହାଙ୍କ ନିକଟକୁ ଆସିଲେ । ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେ ଏହା କରି ପାରେ, ତାହା କି ବିଶ୍ଵାସ କରୁଅଛ? ସେମାନେ କହିଲେ, ହଁ, ପ୍ରଭୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଯୀଶୁଙ୍କ ପଛେ ପଛେ ଯାଇ ଗୋଟିଏ ଘରେ ପ୍ରବେଶ କଲେ। ସେଠାରେ ଯୀଶଉ ସେମାନଙ୍କୁ ପଚାରିଲେ, “ମୁଁ ତୁମ୍ଭମାନଙ୍କୁ ସୁସ୍ଥ କରିପାରିବି ବୋଲି ବିଶ୍ୱାସ କରୁଛ କି?” ସେମାନେ ଉତ୍ତର ଦେଲେ-”ହଁ ପ୍ରଭୁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ୟ ତାହାଙ୍କ ସଙ୍ଗରେ ଗଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ବିଶ୍ୱାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି?” ସେମାନେ ଉତ୍ତର ଦେଲେ, “ହଁ, ପ୍ରଭୁ”।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଗୃହରେ ପ୍ରବେଶ କରନ୍ତେ ସେହି ଅନ୍ଧମାନେ ତାହାଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେ ଏହା କରିପାରେ, ତାହା କି ବିଶ୍ୱାସ କରୁଅଛ?” ସେମାନେ କହିଲେ ହଁ, ପ୍ରଭୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଗୃହରେ ପ୍ରବେଶ କରନ୍ତେ ସେହି ଅନ୍ଧମାନେ ତାହାଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେ ଏହା କରି ପାରେ, ତାହା କି ବିଶ୍ୱାସ କରୁଅଛ? ସେମାନେ କହିଲେ ହଁ, ପ୍ରଭୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಥೈ ಘರಾತ್ ಪಾವಲ್ಲ್ಯಾ ತನ್ನಾ ದೊಗೆಬಿ ಕುಡ್ಡೆ ಜೆಜುಕ್ಡೆ ಯೆಲೆ. ಜೆಜುನ್ ತೆಂಕಾ, “ಮಿಯಾ ತುಮ್ಕಾ ದಿಸ್ಟ್ ದಿವ್ಕ್ ಹೊತಾ ಮನುನ್ ತುಮ್ಕಾ ವಿಶ್ವಾಸ್ ಹಾಯ್ ಕಾಯ್?” ಮನುನ್ ಇಚಾರ್ಲ್ಯಾನ್. ತನ್ನಾ ತೆನಿ “ಹೊಯ್ ಧನಿಯಾ,” ಮಟ್ಲ್ಯಾನಿ.