Matthew 9:30 — Compare Translations
7 translations compared side by side
Odia - 1840
"ତା'ପରେ ଅନ୍ଧ ଦୁଇଜଣ ଦେଖିବାକୁ ପାଇଲେ। ଯୀଶୁ ସମାନଙ୍କେୁ ଦୃଢଭାବରେ ଚତାବେନୀ ଦଇେ କହିଲେ, ଏ ବିଷୟ ଅନ୍ୟକୁ କହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନଙ୍କର ଆଖି ଫିଟିଗଲା । ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ ରୂପେ ଆଜ୍ଞା ଦେଇ କହିଲେ, ଦେଖ, ଏ ବିଷୟ ଯେପରି କେହି ନ ଜାଣେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିକ୍ଷଣି ସେମନେ ଦୃଷ୍ଟିଶକ୍ତି ଫେରି ପାଇଲେ। ଯୀଶୁ ସେମାନଙ୍କୁ କଡ଼ା ନିର୍ଦ୍ଦେଶ ଦେଇ କହିଲେ, “ସାବଧାନ! କେହି ଯେପରି ଏକଥା ନ ଜାଣନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଅନ୍ଧ ଦୁଇଜଣ ଦେଖିବାକୁ ପାଇଲେ। ଯୀଶୁ ସେମାନଙ୍କୁ ଦୃଢ଼ ଭାବରେ ଚେତାବନୀ ଦେଇ କହିଲେ, “ଏ ବିଷୟ ଅନ୍ୟକୁ କହିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନଙ୍କର ଆଖି ଫିଟିଗଲା। ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, “ଦେଖ, ଏ ବିଷୟ ଯେପରି କେହି ନ ଜାଣେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନଙ୍କର ଆଖି ଫିଟିଗଲା । ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, ଦେଖ, ଏ ବିଷୟ ଯେପରି କେହି ନ ଜାଣେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತಾಬೊಡ್ತೊಬ್ ತೆಂಚ್ಯಾ ಡೊಳ್ಯಾಕ್ನಿ ದಿಸ್ಟ್ ಯೆಲಿ. ತನ್ನಾ ಜೆಜುನ್ ತೆಂಕಾ, “ಹೆ ಕೊನಾಕ್ಬಿ ಸಾಂಗುನಕಾಸಿ!” ಮನುನ್ ತಾಕಿತ್ ದಿವ್ನ್ ಸಾಂಗಟ್ಲ್ಯಾನ್.