Matthew 9:31 — Compare Translations
7 translations compared side by side
Odia - 1840
"କିନ୍ତୁ ଅନ୍ଧ ଦୁ ହେଁ ଓ ଖବର ସେ ଅଞ୍ଚଳ ସାରା ପ୍ରଚାର କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେମାନେ ସେଠାରୁ ଯାଇ ଯୀଶୁଙ୍କ କଥା ସବୁଆଡ଼େ ପ୍ରଚାର କଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅନ୍ଧ ଦୁହେଁ ଏ ଖବର ସେ ଅଞ୍ଚଳସାରା ପ୍ରଗ୍ଭର କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆನಿ ಜಾವ್ನ್ ತ್ಯಾ ದೆಶಾತ್ ಸಗ್ಳ್ಯಾಕ್ಡೆ ಜೆಜುಚ್ಯಾ ವಿಶಯಾತ್ಲಿ ಖಬರ್ ಮಾಳ್ಬರ್ ಕರ್ಲ್ಯಾನಿ.