Matthew 9:33 — Compare Translations

7 translations compared side by side

Odia - 1840
"ଯୀଶୁ ତା' ଦହରେୁ ଭୂତକୁ ତଡି ଦେଲେ। କିଛି କହି ପାରୁ ନଥିବା ଲୋକଟି ପୁଣି ତା'ର କହିବା ଶକ୍ତି ଫରେି ପାଇଲା। ଜମା ହାଇେଥିବା ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କହିଲେ, ଇଶ୍ରାଯାଲ ରେ ଏଭଳି ଘଟଣା ଘଟିବା ଆମ୍ଭେ କବେେ ହେଲେ ଦେଖି ନଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଭୂତ ଛଡ଼ାଯାଆନ୍ତେ, ସେହି ମୂକ କଥା କହିଲା । ସେଥିରେ ଲୋକସମୂହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତା’ ଦେହରୁ ଭୂତଟିକୁ ବାହାର କରି ଦେବା ମାତ୍ର ସେ କଥା କହିବାକୁ ଲାଗିଲା। ସମସ୍ତେ ଆଶ୍ଚଯ୍ୟ ହୋଇ କହିଲେ, “ଇଶ୍ରାୟେଲ ଦେଶରେ ଆମେ ଏଭଳି କାର୍ଯ୍ୟ କେବେ ଦେଖି ନ ଥିଲୁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତା’ ଦେହରୁ ଭୂତକୁ ତଡ଼ିଦେଲେ, କିଛି କହି ପାରୁ ନ ଥିବା ଲୋକଟି ପୁଣି ତା’ର କହିବା ଶକ୍ତି ଫେରି ପାଇଲା। ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଇସ୍ରାଏଲରେ ଏଭଳି ଘଟଣା ଘଟିବା ଆମ୍ଭେ କେବେ ହେଲେ ଦେଖି ନ ଥିଲୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା। ସେଥିରେ ଲୋକ ସମୂହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା । ସେଥିରେ ଲୋକ ସମୁହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತ್ಯಾ ಗಿರ್‍ಯಾಕ್ ತ್ಯಾ ಮಾನ್ಸಾತ್ನಾ ಕಾಡಲ್ಲ್ಯಾ ತನ್ನಾ ತಾಬೊಡ್ತೊಬ್ ತೊ ಮುಕ್ಕೊ ಬೊಲುಕ್‍ಲಾಲೊ, ಅನಿ ಸಗ್ಳೆ ಜಾನಾ ಅಜಾಪ್ ಹೊಲ್ಯಾನಿ. ತೆನಿ “ಅಮಿ ಅಸ್ಲೆ ಕಾಯ್ಬಿ ಕನ್ನಾಬಿ ಇಸ್ರಾಯೆಲಾತ್ ಬಗುಕ್ನಾವ್!” ಮನುನ್ ತೆನಿ ಬೊಲುನ್ ಘೆಟ್ಲ್ಯಾನಿ.