Matthew 9:34 — Compare Translations
7 translations compared side by side
Odia - 1840
"କିନ୍ତୁ ଫାରୂଶୀମାନେ କହିଲେ, ଯୀଶୁ ଭୂତମାନଙ୍କ ମୁଖିଆଙ୍କ ସାହାୟ୍ଯ ରେ ଅନ୍ୟ ଭୂତଙ୍କୁ ତଡି ଦେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଫାରୂଶୀମାନେ କହିଲେ, ସେ ଭୂତପତି ସାହାଯ୍ୟରେ ଭୂତ ଛଡ଼ାଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଫାରୁଶୀମାନେ କହିଲେ, “ଏ ଲୋକ ପ୍ରେତପତିଙ୍କ ଶ୍ତିରେ ଭୂତ ଛାଡ଼ାଉଛି।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଫାରୂଶୀମାନେ କହିଲେ, “ଯୀଶୁ ଭୂତମାନଙ୍କ ମୁଖିଆଙ୍କ ସାହାଯ୍ୟରେ ଅନ୍ୟ ଭୂତଙ୍କୁ ତଡ଼ି ଦେଉଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଫାରୂଶୀମାନେ କହିଲେ, ସେ ଭୂତପତି ସାହାଯ୍ୟରେ ଭୂତ ଛଡ଼ାଉଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଫାରୂଶୀମାନେ କହିଲେ, ସେ ଭୂତପତି ସାହାଯ୍ୟରେ ଭୂତ ଛଡ଼ାଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಫಾರಿಜೆವಾನಿ, ಗಿರ್ಯಾಂಚೊ ಮುಖಂಡ್, ಜೆಜುಕ್ ಗಿರೆ ಭಾಯ್ರ್ ಕಾಡ್ತಲೊ ಬಳ್ ದಿತಾ ಮನುನ್ ಸಾಂಗುಕ್ ಲಾಗ್ಲ್ಯಾನಿ.