Matthew 9:35 — Compare Translations
7 translations compared side by side
Odia - 1840
"ଯୀଶୁ ନଗର-ନଗର ଓ ଗାଁ ଗାଁ ଯାତ୍ରା କରିବାକୁ ଲାଗିଲେ। ସେ ବାଟରେ ଯିହୂଦୀ ପ୍ରାର୍ଥନା ଗୃହମାନଙ୍କ ରେ ଉପଦେଶ ଦେଲେ, ଓ ପରମେଶ୍ବରଙ୍କ ରାଜ୍ଯର ସୁସମାଗ୍ଭର ପ୍ରଗ୍ଭର କଲେ। ସେ ଲୋକଙ୍କର ସବୁ ପ୍ରକାର ରୋଗ ଓ ଅସୁସ୍ଥତାକୁ ସୁସ୍ଥ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଯୀଶୁ ସେମାନଙ୍କ ସମାଜଗୃହ-ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର, ପୁଣି ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପରିଭ୍ରମଣ କରି କରି ଆନକ ସହର ଓ ଗ୍ରାମକୁ ଗଲେ। ପ୍ରତ୍ୟକ ସ୍ଥାନରେ ସେ ସମାଜ ଗୃହରେ ଶିକ୍ଷା ଦେଲେ, ସ୍ୱର୍ଗରାଜ୍ୟର ଶୁଭବାର୍ତ୍ତା ପ୍ରଚାର କଲେ ଏବଂ ନାନା ଅସୁସ୍ଥ ଓ ରୋଗଗ୍ରସ୍ତ ଲୋକଙ୍କୁ ସୁସ୍ଥ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କ ପାଇଁ ଯୀଶୁ ଦୁଃଖ କରନ୍ତି ଯୀଶୁ ନଗର-ନଗର ଓ ଗାଁ ଗାଁ ଯାତ୍ରା କରିବାକୁ ଲାଗିଲେ। ସେ ବାଟରେ ଯିହୂଦୀ ପ୍ରାର୍ଥନା ଗୃହମାନଙ୍କରେ ଉପଦେଶ ଦେଲେ, ଓ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ପ୍ରଗ୍ଭର କଲେ। ସେ ଲୋକଙ୍କର ସବୁ ପ୍ରକାର ରୋଗ ଓ ଅସୁସ୍ଥତାକୁ ସୁସ୍ଥ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ଯୀଶୁ ସେମାନଙ୍କ ସମାଜଗୃହ-ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏହାପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି, ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಸಗ್ಳ್ಯಾ ಶಾರಾತ್ನಿ ಅನಿ ಗಾಂವಾತ್ನಿ ಗೆಲೊ, ಸಿನಾಗೊಗಾತ್ನಿ ತೆನಿ ಶಿಕ್ವುಲ್ಯಾನ್ ಅನಿ ದೆವಾಚ್ಯಾ ರಾಜಾಚಿ ಬರಿ ಖಬರ್ ಸಾಂಗ್ಲ್ಯಾನ್, ಅನಿ ಸಗ್ಳ್ಯಾ ಸಿಕ್ ಲೊಕಾಕ್ನಿ, ಅನಿ ದುಕ್ನಿಲಾಗಲ್ಲ್ಯಾಕ್ನಿ ಅರಾಮ್ ಕರ್ಲ್ಯಾನ್.