Matthew 9:36 — Compare Translations
7 translations compared side by side
Odia - 1840
"ଲୋକମାନଙ୍କୁ ଦେଖି ଯୀଶୁଙ୍କ ମନ ରେ କରୁଣା ଜାତ ହେଲା। ମଷେ ପାଳକ ନଥିଲେ ମଷେ ପଲର ଅବସ୍ଥା ଯାହା ହୁଏ, ଲୋକମାନଙ୍କର ଅବସ୍ଥା ସହେିଭଳି ନିରାଶା ଓ ଅସହାୟତା ରେ ପୂର୍ଣ୍ଣଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜନତାକୁ ଦେଖି ସେ ଦୟାରେ ବିଗଳିତ ହୋଇଗଲେ, କାରଣ ରକ୍ଷକବିହୀନ ମେଷପଲ ପରି ସେମାନେ ନତଃସହାୟ ଓ ବିପନ୍ନ ହେଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କୁ ଦେଖି ଯୀଶୁଙ୍କ ମନରେ କରୁଣା ଜାତ ହେଲା। ମେଷପାଳକ ନ ଥିଲେ ମେଷପଲର ଅବସ୍ଥା ଯାହା ହୁଏ, ଲୋକମାନଙ୍କର ଅବସ୍ଥା ସେହିଭଳି ନିରାଶା ଓ ଅସହାୟତାରେ ପୂର୍ଣ୍ଣଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಲೊಕಾಂಚ್ಯಾ ತಾಂಡ್ಯಾಕ್ನಿ ಬಗುನ್, ಜೆಜುಕ್ ತೆಂಚೊ ಪಾಪ್ ದಿಸ್ಲೊ. ಕಶ್ಯಾಕ್ ಮಟ್ಲ್ಯಾರ್, ತಿ ಲೊಕಾ ಬೆಜಾರಾನ್ ಅನಿ ಕಾಯ್ಬಿ ಅದಾರ್ ನಸ್ತಾನಾ ರಾಕ್ವಾಲಿನಸಲ್ಲ್ಯಾ ಬಕ್ರ್ಯಾಂಚ್ಯಾ ಸರ್ಕೆ ಹೊತ್ತಿ.