Matthew 9:37 — Compare Translations

7 translations compared side by side

Odia - 1840
"ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ଫସଲ(ଲୋକ) ବହୁତ। କିନ୍ତୁ ମୂଲିଆ (ସବେକ) କମ୍ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ,
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେ ଶିଷ୍ୟମାନଙ୍କୁ କହିଲେ, “ଫସଲ ପ୍ରଚୁର ହୋଇଛି, କିନ୍ତୁ ତାକୁ ସଂଗ୍ରହ କରିବା ପାଇଁ ଯଥେଷ୍ଟ ମୂଲିଆ ନାହାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଫସଲ (ଲୋକ) ବହୁତ। କିନ୍ତୁ ମୂଲିଆ (ସେବକ) କମ୍ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ,
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್, ತೆನಿ ಅಪ್ನಾಚ್ಯಾ ಶಿಸಾಕ್ನಿ, ಪಾಜೆ ತವ್ಡೆ ಪಿಕ್ಕ್ ಯೆಲಾ, ಖರೆ ಕಾಮ್ ಕರ್‍ತಲಿ ಲೊಕಾ ಲೈ ಕಮಿ ಹಾತ್.