Matthew 9:38 — Compare Translations

7 translations compared side by side

Odia - 1840
"ଫସଲ ଅମଳ(ଉଦ୍ଧାର) କରିବା ପାଇଁ ଅଧିକ ମୂଲିଆ ପଠାଇବାକୁ ଫସଲର ମାଲିକ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର କର୍ତ୍ତାଙ୍କ ନିକଟରେ ନିବେଦନ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଥେଷ୍ଟ ସଂଖ୍ୟାରେ ମୂଲିଆ ପଠାଇ ଶସ୍ୟ ଅମଳ କରି ନେବା ପାଇଁ ଜମି ମାଲିକଙ୍କୁ ନିବେଦନ କର।”
Odia Bible ERV 2004 (ପବିତ୍ର ବାଇବଲ)
ଫସଲ ଅମଳ (ଉଦ୍ଧାର) କରିବା ପାଇଁ ଅଧିକ ମୂଲିଆ ପଠାଇବାକୁ ଫସଲର ମାଲିକ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ, ಪಿಕ್ಕಾಚ್ಯಾ ಮಾಲ್ಕಾ ದೆವಾಕ್ಡೆ ತುಜೆ ಪಿಕ್ಕ್ ಭುತ್ತುರ್ ಘಾಲುಕ್ ಕಾಮಾಚಿ ಲೊಕಾ ಧಾಡುನ್ ದಿ ಮನುನ್ ಮಾಗ್ನಿ ಕರಾ ಮಟ್ಲ್ಯಾನ್.