Matthew 9:4 — Compare Translations
7 translations compared side by side
Odia - 1840
"ସମାନେେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, ତୁମ୍ଭମାନେେ ମନ ଭିତ ରେ ମନ୍ଦ ଭାବନା କାହିଁକି ଆଣୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ମନ କଥାଜାଣି ଯୀଶୁ କହିଲେ, “ତୁମେ କାହିଁକି ଏପରି ଦୁଶ୍ଚିନ୍ତା କରୁଛି।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, “ତୁମ୍ଭମୋନେ ମନ ଭିତରେ ମନ୍ଦ ଭାବନା କାହିଁକି ଆଣୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ?
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆನಿ ಕಾಯ್ ಯವ್ಜುಕ್ ಲಾಗ್ಲ್ಯಾತ್ ಮನುನ್ ಕಳ್ವುನ್ ಘೆಟ್ಲ್ಯಾನ್, ಅನಿ ತೆನಿ ತೆಂಕಾ, “ತುಮಿ ತುಮ್ಚ್ಯಾ ಮನಾತ್ನಿ ಅಶೆ ಚುಕ್ ಕಶ್ಯಾಕ್ ಯೌಜುಲ್ಯಾಸಿ?”