Matthew 9:5 — Compare Translations

7 translations compared side by side

Odia - 1840
"ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହବେ: 'ତୁମ୍ଭର ପାପ କ୍ଷମା କରି ଦିଆଗଲା' ନା 'ଉଠ, ଚାଲିବା ଆରମ୍ଭ କର'?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କଅଣ ସହଜ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା?
Odia BSI (ପବିତ୍ର ବାଇବଲ (CL) NT (BSI))
‘ତୁମର ପାପ କ୍ଷମା ହୋଇଗଲା?’ ଏକଥା କହିବା ସହଜ ନା ‘ଉଠି ଚାଲି ଯାଅ’ କହିବା ଅଧିକ ସହଜ?
Odia Bible ERV 2004 (ପବିତ୍ର ବାଇବଲ)
ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହେବ: ‘ତୁମ୍ଭର ପାପ କ୍ଷମା କରି ଦିଆଗଲା’ ନା ‘ଉଠ, ଗ୍ଭଲିବା ଆରମ୍ଭ କର’?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା’ ବୋଲି କହିବା, ବା, ‘ଉଠ, ଚାଲ’ ବୋଲି କହିବା?
Odia IRV 2017 (ଓଡିଆ ବାଇବେଲ)
କାରଣ କ'ଣ ସହଜ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಜೆ ಪಾಪ್ ಮಾಪ್ ಹೊಲೆ; ಮನ್ತಲೆ ಸಸಾರ್ ಕಾಯ್? ಉಟ್ ಅನಿ ಚಲ್ ಮನ್ತಲೆ ಸಸಾರ್!”