Matthew 9:6 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ ଦେଖଇେ ଦବେି ଯେ, ଏ ଜଗତ ରେ ମନୁଷ୍ଯ ପୁତ୍ରଙ୍କର ପାପ କ୍ଷମା କରିଦବୋର ଶକ୍ତି ଅଛି। ତା'ପରେ ଯୀଶୁ ସହେି ପକ୍ଷାଘାତ ରୋଗୀଟିକୁ କହିଲେ, ଉଠ, ତୁମ୍ଭର ବିଛଣା ଧରି ଘରକୁ ଯାଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପୃଥିବୀରେ ପାପକ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣି ପାର-ଏଥିପାଇଁ ଯୀଶୁ ପକ୍ଷାଘାତ ରୋଗୀକି କହିଲେ, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପାପ କ୍ଷମା କରିବା ପାଇଁ ମଧ୍ୟ ମନୁଷ୍ୟପୁତ୍ରଙ୍କ ଅଧିକାର ଅଛି, ଏକଥା ତୁମ ଆଗରେ ପ୍ରମଣେ କରିବି।” ତା’ପରେ ଯୀଶୁ ପକ୍ଷାଘାତ ରୋଗୀକୁ କହିଲେ, “ଉଠ, ବିଛଣା ଉଠାଇ, ଘରକୁ ଫେରିଯାଅ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ଦେଖେଇ ଦେବି ଯେ, ଏ ଜଗତରେ ମନୁଷ୍ୟପୁତ୍ରଙ୍କର ପାପ କ୍ଷମା କରିଦେବାର ଶକ୍ତି ଅଛି।” ତା’ପରେ ଯୀଶୁ ସେହି ପକ୍ଷାଘାତ ରୋଗୀଟିକୁ କହିଲେ, “ଉଠ, ତୁମ୍ଭର ବିଛଣା ଧରି ଘରକୁ ଯାଅ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର, ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಜಾಲ್ಯಾರ್ ಹ್ಯಾ ಜಗಾತ್ ಪಾಪ್ ಮಾಪ್ ಕರ್ತಲೊ ಅದಿಕಾರ್ ಮಾನ್ಸಾಚ್ಯಾ ಲೆಕಾಕ್ ಹಾಯ್ ಮನ್ತಲೆ ಖರೆ ಕರುನ್ ಮಿಯಾ ತುಮ್ಕಾ ದಾಕ್ವುನ್ ದಿತಾ ಮನುನ್ ಸಾಂಗುನ್, ತ್ಯಾ ವಾರ್ಯಾನ್ಮಾರಲ್ಲ್ಯಾ ಮಾನ್ಸಾಕ್, “ವೈರ್ ಉಟ್, ತುಜೆ ಹಾತ್ರಾನ್ ಘೆ, ಅನಿ ತುಜ್ಯಾ ಘರಾಕ್ ಚಲ್!” ಮಟ್ಲ್ಯಾನ್.